Category: Cricket

ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା,ଅଷ୍ଟ୍ରେଲିଆକୁ ୫ ୱିକେଟରେ ହରାଇ ଦକ୍ଷିଣ ଆଫ୍ରିକାWTC ଚାମ୍ପିୟନ

ଇତିହାସ ସୃଷ୍ଟି କରିଛି ଦକ୍ଷିଣ ଆଫ୍ରିକା । ଲଣ୍ଡନର ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଉଥିବା ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟ ହରାଇ ଚାମ୍ପିୟନ ହୋଇଛି ଏହି ଆଫ୍ରିକୀୟ ଦଳ । ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ…

ଇଂଲଣ୍ଡ ଗସ୍ତରେ ଗଲା ଭାରତୀୟ ଦଳ: ନୂଆ କିଟ୍ ସହ ମୁମ୍ବାଇରୁ ଯାତ୍ରା ଆରମ୍ଭ କଲେ ଖେଳାଳି

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଦଳ ଆଜି ସକାଳେ ଇଂଲଣ୍ଡ ଗସ୍ତ ପାଇଁ ଇଂଲଣ୍ଡ ଯାତ୍ରା କରିଥିଲା। ମୁମ୍ବାଇରୁ ଯାଇଥିବା ଦଳ ଏକ ନୂତନ କିଟ୍ ପିନ୍ଧିଥିଲା। ରୋହିତ ଏବଂ ବିରାଟଙ୍କ ଅବସର ପରେ ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ଏହା ଦଳର…

ଆଇପିଏଲ ଫାଇନାଲ ଟକ୍କରରେ ବାଜି ମାରିନେଲା RCB; ୧୮ ବର୍ଷ ପରେ ଆରସିବି ହାତେଇଲା ଟ୍ରଫି

ନୂଆଦିଲ୍ଲୀ : ୧୮ ବର୍ଷର ପ୍ରତୀକ୍ଷାର ଘଟିଛି ଅନ୍ତ । ୧୮ ବର୍ଷର ସ୍ୱପ୍ନକୁ ରୟାଲ ଷ୍ଟାଇଲରେ ପୂରଣ କରିଛି ଚ୍ୟାଲେଞ୍ଜର୍ସ । ଆଇପିଏଲର ୧୮ ତମ ସିଜନରେ ଟ୍ରଫି ହାତେଇ ଚାମ୍ପିଅନ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। ତାହାସହ ଚୂରମାର୍…

IPL କ୍ଲୋଜିଂ ସେରିମନିରେ ଭାରତୀୟ ସେନାଙ୍କୁ କରାଯିବ ସମ୍ମାନିତ

ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) 2025 ର ଶେଷ ସମାରୋହ ଭାରତୀୟ ସଶସ୍ତ୍ର ବାହିନୀକୁ ଉତ୍ସର୍ଗ କରାଯିବ । ଏହି ସମୟରେ, ‘ଅପରେସନ୍ ସିନ୍ଦୂର’ର ବୀର ଯବାନମାନଙ୍କୁ ସମ୍ମାନିତ କରାଯିବ । ଏନେଇ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI)…

ପୁରୀ ସମୁଦ୍ରରେ ବୁଡ଼ିଗଲେ ପୂର୍ବତନ କ୍ରିକେଟରଙ୍କ ବଡ଼ଭାଇ ଓ ଭାଉଜ

ପୂରୀ ସମୁଦ୍ରରେ ବୁଡ଼ିଗଲେ ଗାଙ୍ଗୁଲିଙ୍କ ଭାଇ-ଭାଉଜ। ପୁରୀ ସମୁଦ୍ରରେ ଓଲଟିପଡ଼ିଥିଲା ସ୍ପିଡ୍ ବୋଟ୍। ଉଭୟଙ୍କୁ ଉଦ୍ଧାର କରିଥିଲେ ଲାଇଫ୍ ଗାର୍ଡ। ସ୍ପିଡ୍ ବୋଟରେ ଥିଲେ ୪ ଜଣ ପର୍ଯ୍ୟଟକ। ହେଲେ ମହିଳା ଓ ପୁରୁଷ ଜଣକ କିଏ ଜଣା ପଡିନଥିଲା। ହେଲେ…

ଆଇ ପି ଏଲ ର my ଇଲେଭେନcircle ଖେଳିପୁରସ୍କାର ପାଇଲେ ସୁଜିତ କୁମାର…

ଆଇ ପି ଏଲ ର my ଇଲେଭେନcircle ଖେଳିପୁରସ୍କାର ପାଇଲେ ସୁଜିତ କୁମାର… ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ଦୁଦୁର କୋଟ ପଂଚାୟତ ବେଲ ଗାଡିଆ ର ସୁଜିତ କୁମାର ସାମଲipl ର my ଇଲେଭେନ ସାର୍କଲ ଚଏସ କରି ପୁରସ୍କାର…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ ଗିଲ୍‌ ଟେଷ୍ଟର ନୂଆ ଅଧିନାୟକ

ନୂଆଦିଲ୍ଲୀ: ବ୍ୟାଟ୍ସମ୍ୟାନ୍ ଶୁବମନ ଗିଲଙ୍କୁ ଭାରତୀୟ ଟେଷ୍ଟ ଦଳର ନୂତନ ଅଧିନାୟକ କରାଯାଇଛି। ଉପ-ଅଧିନାୟକ ଭାବରେ ରିଷଭ ପନ୍ତଙ୍କୁ ଚୟନ କରାଯାଇଛି। ମୁମ୍ବାଇରେ ଅନୁଷ୍ଠିତ ଏକ ବୈଠକରେ ଶନିବାର ବିସିସିଆଇ ଏହି ଘୋଷଣା କରିଛି। ଏହା ସହିତ ଇଂଲଣ୍ଡ ଗସ୍ତ ପାଇଁ…

ଅଭିମନ୍ୟୁଙ୍କ ନେତୃତ୍ୱରେ ଇଂଲଣ୍ଡ ଗସ୍ତ ପାଇଁ ଭାରତ ଏ ଦଳ ଘୋଷିତ

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଭାରତ ଏ ଦଳ କ୍ୟାଟେଂରୀବରି ଓ ନର୍ଥଥାମ୍ପଟନ ବିପକ୍ଷରେ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିବ । ଏଥିପାଇଁ ଅଭିମନ୍ୟୁ ଈଶ୍ୱରନଙ୍କ ନେତୃତ୍ୱରେ ଭାରତ ଏ ଦଳର ଘୋଷଣା କରାଯାଇଛି…

ଦୁଇଗୁଣା ବଢ଼ିଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି

ଵିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ୨୦୨୫ ଟାଇଟଲ ବିଜେତାକୁ ୩.୬ ନିୟୁତ ଆମେରିକୀୟ ଡଲାର ମିଳିବ, ଯାହାକି ଗତ ସଂସ୍କରଣ ତୁଳନାରେ ଦୁଇଗୁଣାରୁ ଅଧିକ । ୨୦୨୩ରେ ଭାରତ ବିପକ୍ଷ ଫାଇନାଲ ଜିତି ଅଷ୍ଟ୍ରେଲିଆ ୧.୬ ନିୟୁତ ଡଲାର ପାଇଥିଲା ।…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ମହିଳା ଦଳ ଘୋଷିତ, ଦଳରେ କିଏ କିଏ ?

ଭାରତୀୟ ମହିଳା କ୍ରିକେଟ ଦଳ ଆସନ୍ତା ମାସ ଇଂଲଣ୍ଡ ଗସ୍ତ କରି ଏକ ସୀମିତ ଓଭର କ୍ରିକେଟ୍ ସିରିଜ ଖେଳିବ । ଉଭୟ ଦଳ ମଧ୍ୟରେ ୫ଟି ଟି-ଟ୍ୱେଣ୍ଟି ଓ ୩ଟି ଦିନିକିଆ ଖେଳାଯିବ । ଉଭୟ ସିରିଜ ପାଇଁ ଆଜି…