ଏପି ସିଂହ ମେମୋରିଆଲ ଓ ମା ବ୍ରହ୍ମlୟଣୀ କ୍ରିକେଟ ଟୁର୍ଣ୍ଣlମେଣ୍ଟ ଉଦଘାଟିତ
ବଅଁରପାଳ,୯/୨ – ବଅଁରପାଳ ବ୍ଲକ ଗୋତମରା ଖେଳ ପଡ଼ିଆ ଠାରେ ୧୩ତମ ସର୍ବ ଭାରତୀୟ ଏପି ସିଂହ ମେମୋରିଆଲ ଓ ୩୩ ତମ ମା ବ୍ରହ୍ମାୟଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ବଅଁରପାଳ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥ ମୁଖ୍ୟ…
