RSS କାର୍ଯ୍ୟାଳୟ ଉପରେ ଆକ୍ରମଣ ଘଟଣା: ଅଭିଯୁକ୍ତମାନଙ୍କ ପାକିସ୍ତାନ ଲିଙ୍କ
ନୂଆଦିଲ୍ଲୀ – ରାଞ୍ଚିରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) କାର୍ଯ୍ୟାଳୟ ଉପରେ ଆକ୍ରମଣ ଘଟଣାରେ ଏକ ପାକିସ୍ତାନୀ ଲିଙ୍କ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଆକ୍ରମଣର ତିନି ଅଭିଯୁକ୍ତ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ISI ସହିତ ଯୋଗାଯୋଗରେ ଥିଲେ। ISI ସେମାନଙ୍କୁ…
