ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
ପିତବାସ ପଣ୍ଡା ହତ୍ୟା ମାମଲା ଉପରୁ ହଟିଲା ପରଦା । ପୀତବାସଙ୍କୁ ହତ୍ୟା କରିବା ପାଇଁ ହୋଇଥିଲା ପ୍ରି-ପ୍ଲାନ୍ । ବିହାରରୁ ଆସିଥିଲେ ହତ୍ୟାକାରୀ । ପୂରା ଫିଲ୍ମ ଷ୍ଟାଇଲ୍ରେ ହତ୍ୟା କରିବା ପାଇଁ ଯୋଜନା କରିଥିଲେ । ପ୍ରଥମେ ପୀତବାସଙ୍କୁ…
