ଲାଞ୍ଚ ନେବା ମାମଲାରେ ପୂର୍ବତନ ସହକାରୀ ଇଞ୍ଜିନିୟରଙ୍କୁ ତିନି ବର୍ଷ ସଶ୍ରମ କାରାଦଣ୍ଡ
ବାଲେଶ୍ୱର: ଲାଞ୍ଚ ନେବା ମାମଲାରେ ପୂର୍ବତନ ସହକାରୀ ଇଞ୍ଜିନିୟରଙ୍କୁ ସଶ୍ରମ କାରାଦଣ୍ଡ। ମଙ୍ଗଳବାର ଦିନ ବାଲେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଲାଞ୍ଚ ଗ୍ରହଣ କରିବା ଅଭିଯୋଗରେ ଲିଫ୍ଟ ଇରିଗେସନ ଡିଭିଜନର ପୂର୍ବତନ ସହକାରୀ ଯନ୍ତ୍ରୀ (ଏଷ୍ଟିମେଟର) କୁମୁଦ ଚନ୍ଦ୍ର ପ୍ରଧାନଙ୍କୁ…
