Category: Crime

ବିମାନବନ୍ଦରରୁ ୩୦ କୋଟିର ଗଞ୍ଜେଇ ଜବତ

ଭୂବନେଶ୍ୱର, ୨୯/୦୭ : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରୁ ଗଞ୍ଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୩୦ କୋଟି ହେବ । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣ ଯୁବକଙ୍କୁ ଅଟକ ରଖାଯାଇଛି । ବ୍ୟାଙ୍କଙ୍କ୍…

ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ । ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ରେଡ୍ । ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ । କେବଳ ଭୁବନେଶ୍ବରରେ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ।ନୟାଗଡ଼ର ୨ଟି ସ୍ଥାନ,…

କେନ୍ଦୁଝର ପୋଲିସକୁ ବଡ଼ସଫଳତା କେନ୍ଦୁଝର ପୋଲିସ୍ କବ୍ଯାରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ

କେନ୍ଦୁଝର ପୋଲିସକୁ ବଡ଼ସଫଳତା କେନ୍ଦୁଝର ପୋଲିସ୍ କବ୍ଯାରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ କେନ୍ଦୁଝର ପୋଲିସ୍ କୁ ବଡ ସଫଳତା। ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ଏକୋଇସ ଜଣକୁ ଗିରଫ କରିଛି କେନ୍ଦୁଝର ପୋଲିସ। ସୂଚନା ଅନୁଯାୟୀ ଗତ ଷୋହଳ ତାରିଖ ଦିନ କେନ୍ଦୁଝର…

ଗିରଫ ହେଲେ ବିଜେଡି କର୍ପୋରେଟର ଅମରେଶ ଜେନା

ଭୂବନେଶ୍ୱର, ୨୭/୦୭ : ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ବିଜେଡି କର୍ପୋରେଟର ଅମରେଶ ଜେନା ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ ହେବା ଘଟଣା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି । ଜଣେ…

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ।କେନ୍ଦୁଝର ଜିଲ୍ଲାର ବଡ଼ବିଲ ଥାନା ଅନ୍ତର୍ଗତ କାରାକୋଲା ଚାତମ୍ବା ସାହି ନିକଟରୁ ଶୁକ୍ରବାର ଦିନ ଏକ ଅଜଣା ପୁରୁଷଙ୍କ ମୃତଦେହ ଘରୋଇ ରୁଙ୍ଗଟା କମ୍ପାନୀ ନିକଟସ୍ଥ ଗ୍ରାମ ପଡିଆ ରୁ…

ଅଢେଇ ଲକ୍ଷ ଟଙ୍କାରେ ହୋଇଥାନ୍ତା ବାଘଛାଲ ବିକ୍ରି; ୨ଜଣଙ୍କୁ ମାଡିବସିଲା ଏସ୍‌ଟିଏଫ୍‌ର ଟିମ୍‌

ଭୂବନେଶ୍ବର: ମନୁଷ୍ୟ ନିଜର ସ୍ବାର୍ଥ ପାଇଁ ଅବାଧ ବାଘ ଶିକାର କରିବାକୁ ପଛାଉ ନାହିଁ । ଭୁବନେଶ୍ବରରେ ବାଘଛାଲ ବିକ୍ରି ପାଇଁ ମୂଲଚାଲ କରୁଥିବା ବେଳେ ଏସ୍‌ଟିଏଫ୍‌ର ଟିମ୍‌ ଅତର୍କିତ ଚଢ଼ାଉ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ସୂଚନାମୁତାବକ,…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ BMC ଅଧିକାରୀ

ଭୂବନେଶ୍ୱର, ୨୩/୦୭ : ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ । BMC ଅଫିସ୍‌ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି । ଭୁବନେଶ୍ବର, ଖୋର୍ଦ୍ଧା…

କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ DFO ନିତ୍ୟାନନ୍ଦ ନାୟକ ଗିରଫ

କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ DFO ନିତ୍ୟାନନ୍ଦ ନାୟକ ଗିରଫ । ନିତ୍ୟାନନ୍ଦଙ୍କୁ ନିଆଗଲା କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍ । ୮ ଲକ୍ଷ ୫୦ ହଜାର ଟଙ୍କା ସହ ସରକାରୀ…

ଡିଏଫ୍‌ଓଙ୍କ ଜମି କିଣା ସଉକ: ପରିବାର ନାଁରେ ୧୧୫ ପ୍ଲଟ

କେନ୍ଦୁଝର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ବିଭାଗ ପକ୍ଷରୁ କେନ୍ଦୁଝର କେନ୍ଦୁପତ୍ର ବନଖଣ୍ଡ ତଥା କେନ୍ଦୁଲିଫ୍‌ ଡିଭିଜନର ବନଖଣ୍ଡ ଅଧିକାରୀ ନିତ୍ୟାନନ୍ଦ ନାୟକଙ୍କ ଘର ଓ କାର୍ଯ୍ୟାଳୟ ଉପରେ ରବିବାର ଚଢ଼ଉ କରାଯାଇଛି। ବିଭାଗ ପକ୍ଷରୁ କେନ୍ଦୁଝର,…

ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ, ଛାତ୍ରୀଙ୍କୁ ନିଶା ଦ୍ରବ୍ୟ ଦେଇ ଦୁଷ୍କର୍ମ ଅଭିଯୋଗ

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଜଣେ ଛାତ୍ରୀଙ୍କୁ କୋଲ୍ଡଡ୍ରିଙ୍କ୍‌ସ୍‌ରେ ନିଶା ଦ୍ରବ୍ୟ ଦେଇ ଏକ ହୋଟେଲରେ ବଳ ପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗରେ ବନ୍ଧା ହେଲେ ଉଦିତ । ଏନେଇ ଛାତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ…