କାର୍ ଭିତରୁ ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା ଜବତ
ସମ୍ବଲପୁର ଜିଲାର ରେଙ୍ଗାଲି ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ ବେଳେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶାସନ ଟୋଲଗେଟ ନିକଟରେ ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗ ଏକ ସ୍କର୍ପିଓ ଗାଡ଼ିରୁ ୧ କୁଇଣ୍ଟାଲ ୧୦ କେଜି ରୁପାଇଟା ଜବତ…
ସମ୍ବଲପୁର ଜିଲାର ରେଙ୍ଗାଲି ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ ବେଳେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶାସନ ଟୋଲଗେଟ ନିକଟରେ ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗ ଏକ ସ୍କର୍ପିଓ ଗାଡ଼ିରୁ ୧ କୁଇଣ୍ଟାଲ ୧୦ କେଜି ରୁପାଇଟା ଜବତ…
ଭୂବନେଶ୍ବର: ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ। ମୈତ୍ରୀବିହାର ଥାନା ଅଞ୍ଚଳରେ କାରବାର ବେଳେ ଧରିଛି ପୋଲିସ । ୨୫୪ ଗ୍ରାମ୍ ବ୍ରାଉନ୍ସୁଗାର ସହ ତିନୋଟି ବାଇକ୍ ଓ ୩ ହଜାର ଟଙ୍କା ଜବତ କରିଛି ପୋଲିସ । ପୋଲିସ…
ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ । ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କ ଘରେ ରେଡ୍ ହୋଇଛି । ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ।…
ଘରୋଇ କଳହରୁ ନିଜ ସ୍ତ୍ରୀକୁ ଠେଙ୍ଗାରେ ବାଡେଇ ବାଡେଇ ମାରିଲା ସ୍ବାମୀ କେନ୍ଦୁଝର ଜିଲ୍ଲା ବାମେବାରି ଥାନା ଅନ୍ତର୍ଗତ ରେ ନିଜ ସ୍ତ୍ରୀକୁ ଠେଙ୍ଗାରେ ବାଡେଇ ବାଡେଇ ମାରିଲା ସ୍ବାମୀ। ଏହିଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ବାମେବାରୀ ଥାନା…
ତାଳଚେରରେ ଧନଜୀବନ କେତେ ସୁରକ୍ଷିତ!ଲୁଟେରା ଗ୍ୟାଙ୍ଗ ଖେଳାଇଲେ ଆତଙ୍କ ରାଜ : ପୋଲିସ୍ର ପାରିବା ପଣିଆ ପ୍ରତି ପ୍ରଶ୍ନବାଚୀ ତାଳଚେର, ୦୯/୦୭ ତାଳଚେର ଟାଉନ ଥାନା ଠାରୁ ମାତ୍ର ଅଧାକିମି ଦୂରରେ ସହରରେ ସିରିଜ ଲୁଟ୍ । ବିଳମ୍ବିତ ରାତ୍ରୀରେ ଲୁଟେରା…
ସୋରୋ: ବାଲେଶ୍ୱରର ସୋରୋ ଥାନା ଅନ୍ତର୍ଗତ ବାଗୁଡ଼ି-ଯୋଡାମ୍ବା ଛକରେ ଥିବା ଏକ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମରୁ ଦୁର୍ବୃତ୍ତମାନେ ବିପୁଳ ପରିମାଣର ଟଙ୍କା କରିଛନ୍ତି। ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ପ୍ରଥମେ କ୍ୟାମେରା ଲେନ୍ସରେ କଳା ରଙ୍ଗ ସ୍ପ୍ରେ କରି ସିସିଟିଭିକୁ…
ଭିଜିଲାନ୍ସ ଜାଲରେ ଫସିଲେ ପଶୁଚିକିତ୍ସକ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଭୂବନେଶ୍ୱର: ଲାଞ୍ଚ ନେବା ଅଭିଯୋଗରେ ସୋମବାର ଦିନ ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ନିୟୋଜିତ ଜଣେ ବ୍ଲକ ପଶୁଚିକିତ୍ସା ଅଧିକାରୀ ଏବଂ ଜଣେ ପ୍ରୋଗ୍ରାମ ଆସିଷ୍ଟାଣ୍ଟଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି।…
କନ୍ନଡ଼ ସୁନା ଚୋରା ଚାଲାଣ ମାମଲାରେ ଜଡିତ ରହିଛନ୍ତି ଅଭିନେତ୍ରୀ ରଣ୍ୟା ରାଓ । ସେହି କାରଣରୁ ତାଙ୍କଠାରୁ ୩୪ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ED । ଏହି କାର୍ଯ୍ୟାନୁଷ୍ଠାନ ମନି ଲଣ୍ଡରିଂ ନିବାରଣ ଆଇନ (PMLA) ଅଧୀନରେ…
ବିହାର ପାଟନାର ଗାନ୍ଧୀ ମୈଦାନ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବ୍ୟବସାୟୀ / ବିଜେପି ନେତା ଗୋପାଳ ଖେମକାଙ୍କୁ ଗୁଳି ମାଡ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଗୋପାଳ ରାମଗୁଲାମ ଛକ ନିକଟରେ କାର୍ ପାର୍କିଂ କରି ଗାଡିରୁ ଓହ୍ଲାଉଥିଲେ।…
ଭୂବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ। ଗତକାଲି ଦିଲେଶ୍ୱରଙ୍କ ନିକଟରେ ଆୟବହିର୍ଭୁତ…