୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଫସିଲେ ‘ଇଡି’ର ଡେପୁଟି ଡାଇରେକ୍ଟର
ଭୂବନେଶ୍ବର: ସିବିଆଇ ପଞ୍ଝାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଡେପୁଟି ଡାଇରେକ୍ଟର । ଲାଞ୍ଚ ନେଇ ଧରାପଡ଼ିଲେ ଭୁବନେଶ୍ବରସ୍ଥିତ କାର୍ଯ୍ୟଳୟରେ କାର୍ଯ୍ୟରତ ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ । ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ମାଡ଼ି ବସିଲା ସିବିଆଇ ଟିମ୍…
