୬ ସାଇବର ଲୁଟେରା ଗିରଫ; ୪ ଲକ୍ଷରୁ ଅଧିକ ଟଙ୍କା ଜବତ
କଟକ: କମିଶନରେଟ ପୋଲିସ ପକ୍ଷରୁ ୬ଜଣ ସାଇବର ଲୁଟେରାଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ୪ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି। ସମସ୍ତ ଲୁଟେରା ବଲାଙ୍ଗିର ପାଟଣାଗଡ଼଼ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ଲୁଟେରାଙ୍କଠାରୁ ମୋବାଇଲ ଫୋନ ଏବଂ ଏଟିଏମ୍…
