ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଆୟୋଜିତ “ସାବିତ୍ରୀ ଯୋଗାଡ଼ -୨୦୨୬” କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ
ଗୋପାଳପୁର, ୧୫/୫ : ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଳନ୍ଥରା ସ୍ଥିତ ଶ୍ରୀ ଶ୍ରୀ ଇଶାଣେଶ୍ୱର ମନ୍ଦିର ଠାରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଆୟୋଜିତ “ସାବିତ୍ରୀ ଯୋଗାଡ଼ -୨୦୨୬” କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ମାନନୀୟା ବାଚସ୍ପତି…
