କୀରିବୁରୁଛକ ସ୍ଥିତ ମାଆ ତାରିଣୀଙ୍କ ମନ୍ଦିରର ପଞ୍ଚମ ବାର୍ଷିକ ଉତ୍ସବ ପାଳନ
କୀରିବୁରୁଛକ ସ୍ଥିତ ମାଆ ତାରିଣୀଙ୍କ ମନ୍ଦିରର ପଞ୍ଚମ ବାର୍ଷିକ ଉତ୍ସବ ପାଳନ। କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲଥାନା ଅନ୍ତର୍ଗତ ବଡ଼ବିଲ ଯୋଡ଼ା ମୁଖ୍ୟ ରାସ୍ତା ତଥା ବଡ଼ବିଲ ର ମୁଖ୍ୟ ପ୍ରବେଶପଥ କିରୀବୁରୁ ଛକ ନିକଟରେ…
