ଜିଲ୍ଲାସ୍ତରୀୟ ବିଶ୍ଵ ମିତବ୍ୟୟିତା ଦିବସ ପାଳିତ
ଜିଲ୍ଲାସ୍ତରୀୟ ବିଶ୍ଵ ମିତବ୍ୟୟିତା ଦିବସ ପାଳିତ ଭବାନୀପାଟଣା (ଜାଗ୍ରତ ଭାରତ,) କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଶ୍ଵ ମିତବ୍ୟୟିତା ଦିବସ ପାଳନ ଅବସରରେ ସୁରକ୍ଷିତ ସଞ୍ଚୟ ଓ ସାଇବର ଅପରାଧ ସମ୍ପର୍କରେ ଏକ ସଚେତନତା କର୍ମଶାଳା ଆଜି ଜିଲ୍ଲାପରିଷଦ କଳାହାଣ୍ଡି ସମ୍ମିଳନୀ ଗୃହରେ ଅନୁଷ୍ଠିତ…
