କେନ୍ଦୁଝର ଜିଲ୍ଲାରେ ବଣୁଆ ହାତୀଙ୍କ ଉତ୍ପାତ ଚରମ ସୀମାରେ
କେନ୍ଦୁଝର ଜିଲ୍ଲାରେ ବଣୁଆ ହାତୀଙ୍କ ଉତ୍ପାତ ଚରମ ସୀମାରେ ।କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ବଣୁଆ ହାତୀଙ୍କ ଉତ୍ପାତ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲ୍ଲାରେ ଚକୁଛି ବଣୁଆ ହାତୀପଲଙ୍କ ଗୁଣ୍ଡାରାଜ। କେନ୍ଦୁଝର ଜିଲ୍ଲା କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ପାଟଣା ରେଞ୍ଜ…
