ଲାଞ୍ଜିଗଡ ପଞ୍ଚାୟତ ସମିତିର ଏକାଦଶ ଅଧିବେଶନ ଅନୁଷ୍ଠିତ
ଲାଞ୍ଜିଗଡ ପଞ୍ଚାୟତ ସମିତିର ଏକାଦଶ ଅଧିବେଶନ ଅନୁଷ୍ଠିତ।ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି ଓ ପାନୀୟ ଜଳକୁ ନେଇ ବର୍ଷିଲେ ଜନପ୍ରତିନିଧିଲାଞ୍ଜିଗଡ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ପରିସର ଠାରେ ଲାଞ୍ଜିଗଡ ପଞ୍ଚାୟତ ସମିତିର ଏକାଦଶ ଅଧିବେଶନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ…
