କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର
କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଭବାନୀପାଟଣା : ତା. ୦୧.୧୨.୨୦୨୫ – କଳାହାଣ୍ଡି ଜିଲ୍ଲାସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି ।…
