ଘଟଗାଁ ତାରିଣୀ ପୀଠ ପାଇଁ ୩୧୨ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠର ବିକାଶ ପାଇଁ ୩୧୨ କୋଟିରୁ ଊର୍ଦ୍ଧ୍ବ ଟଙ୍କା ବ୍ୟୟରେ ବହୁ ପ୍ରତୀକ୍ଷିତ ସୌନ୍ଦର୍ଯ୍ୟୀକରଣ ଓ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିରେ ପାଖାପାଖି ୬୦ ଏକର ଅଞ୍ଚଳର ବିକାଶ କରାଯିବ।…
