ସମଗ୍ର ଶିକ୍ଷାର ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ।
(ଜେ ବି ଏନ /ସୁଶାନ୍ତ କୁମାର) ୦୯/୧୨/୨୦୨୦ ଅନୁଗୋଳ : ସମଗ୍ର ଶିକ୍ଷାର ମାସିକ ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ କୋର୍ଟ ରୁମ ଠାରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କର…
