ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ
ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ତାଳଚେର, ୦୯/୧୦ ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ମଙ୍ଗୁଳୁ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…
