ବନ୍ଦର ପ୍ରଭାବରେ ବାଲିଗୁଡ଼ା ଜନଶୂନ୍ୟ; ରାସ୍ତାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ : ଦୋକାନବଜାରରେ ତାଲା, ଯାତାୟାତ ଠପ୍
ବନ୍ଦର ପ୍ରଭାବରେ ବାଲିଗୁଡ଼ା ଜନଶୂନ୍ୟ; ରାସ୍ତାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ : ଦୋକାନବଜାରରେ ତାଲା, ଯାତାୟାତ ଠପ୍; ବାଲିଗୁଡ଼ା, ତା, ୦୮/୧୦:(ସୁଶୀଳ କୁମାର ପାଣିଗ୍ରାହୀ): ଓଡ଼ିଶା ବନ୍ଦର ପ୍ରଭାବରେ ଗୁରୁବାର ବାଲିଗୁଡ଼ା ସହରର ସ୍ୱାଭାବିକ ଜନଜୀବନ ଏକପ୍ରକାର ଅଚଳ ହୋଇପଡ଼ିଛି। ସହରର…
