ଷଷ୍ଠ କଳାହାଣ୍ଡି ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ
ଷଷ୍ଠ କଳାହାଣ୍ଡି ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ଭବାନୀପାଟଣା ତା ୦୭। ୦୭। ୨୫ ଭବାନୀପାଟଣା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ଠାରେ ଷଷ୍ଠତମ କଳାହାଣ୍ଡି ଵ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଶ୍ରୀ ପ୍ରଦୀପ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ…
