ଅଙ୍ଗନୱାଡ଼ି ଛାତରୁ ନାବାଳକର ମୃତଦେହ ଉଦ୍ଧାର, ବିଦ୍ୟୁତାର ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ
ଅଙ୍ଗନୱାଡ଼ି ଛାତରୁ ନାବାଳକର ମୃତଦେହ ଉଦ୍ଧାର, ବିଦ୍ୟୁତାର ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ। ଅଙ୍ଗନୱାଡ଼ି କେନ୍ଦ୍ର ଛାତ ଉପରେ ମିଳିଲା ନାବାଳକର ମୃତଦେହ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ନେଇ ସନ୍ଦେହ, ଏହିଭଳି ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର…
