ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ତେଜିଲା ରାଜନୀତି: ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ, ପାଲଟା ଜବାବ ଦେଲା ବିଜେପି
ହେଡଲାଇନ୍: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ତେଜିଲା ରାଜନୀତି: ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ, ପାଲଟା ଜବାବ ଦେଲା ବିଜେପି ଭୁବନେଶ୍ୱର: ରାଜ୍ୟରେ ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି। ବିରୋଧୀ ଦଳନେତା ନବୀନ ପଟ୍ଟନାୟକ ଗଣଶିକ୍ଷା…
