Category: Elections

ଆସନ୍ତାକାଲି ନୂଆପଡା ଫଳାଫଳ, ପ୍ରମୂଖ ତିନି ଦଳର ନେତା ନିଜ ପ୍ରାର୍ଥୀଙ୍କ ବିଜୟ ଆଶା କରିବା କହୁଛନ୍ତି

ଆସନ୍ତାକାଲି ପ୍ରକାଶ ପାଇବ ନୂଆପଡା ନିର୍ବାଚନର ଫଳାଫଳ। ପ୍ରାୟ ଦିନ ତିନିଟାରେ ସଂପୂର୍ଣ୍ଣ ଚିତ୍ର ସ୍ପଷ୍ଟ ହୋଇଯିବ। ତେବେ ଆସନ୍ତାକାଲି ଗଣତି ହେବାକୁ ଥିବାରୁ ବର୍ତ୍ତମାନ ତିନି ଦଳର ତିନି ପ୍ରାର୍ଥୀଙ୍କ ଛାତି ଧଡଧଡ ହେବାରେ ଲାଗିଛି। କେତେବେଳେ ସକାଳ ପାଇବ,…

ନୂଆପଡାରେ ୮୧.୪୫ ପ୍ରତିଶତ ମତଦାନ, ୧୪ରେ ଗଣତି

ଭୁବନେଶ୍ବର/ ନୂଆପଡ଼ା: ଜିନ୍ଦାବାଦ, ଆରୋପ-ପ୍ରତ୍ୟାରୋପର ରାଜନୀତି ସରିବା ପରେ ମଙ୍ଗଳବାର ନୂଆପଡ଼ା ଉପ-ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। କାଁ ଭାଁ ବିଶୃଙ୍ଖଳାକୁ ଛାଡ଼ି ଦେଲେ ସୁରୁଖୁରୁରେ ଭୋଟ ଗ୍ରହଣ ହୋଇଛି। ସନ୍ଧ୍ୟା ୮ଟା ସୁଦ୍ଧା ପ୍ରାୟ ୮୧.୪୫% ମତଦାନ ହୋଇଛି।…

ସନ୍ଧ୍ୟା ୫ଟା ସୁଦ୍ଧା ୭୫.୩୭% ଭୋଟିଂ ରେକର୍ଡ – ନୂଆପଡା

ନୂଆପଡ଼ା : ସରିଲା ନୂଆପଡ଼ା ଭୋଟ। ଇଭିଏମରେ ସିଲ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ। ଉତ୍ସାହର ସହ ୩୫୮ ବୁଥରେ ହୋଇଛି ଭୋଟିଂ । ସୁରୁଖୁରୁରେ ମତଦାନ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିଲା । ସକାଳୁ ସକାଳୁ ବୁଥ୍ ଗୁଡିକରେ…

ତିନି ଏକଜିଟ ପୋଲରେ ବିହାରରେ ଏନ୍ ଡି ଏ

ପାଟଣା: ବିହାର ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଅନେକ ଟିଭି ଚ୍ୟାନେଲ୍ ଓ ଏଜେନ୍ସି ନିଜ ଏକଜିଟ୍ ପୋଲର ଫଳାଫଳ ଜାରି କରିବା ଆରମ୍ଭ କରିଦେଇଛନ୍ତି। ମୁଖ୍ୟ ସର୍ଭେ ଏଜେନ୍ସି ୨୪୩ ସିଟ୍ ବିଶିଷ୍ଟ ବିହାର…

ବିହାରରେ ଦ୍ବିତୀୟ ପର୍ଯ୍ଯାୟ ନିର୍ବାଚନ ପାଇଁ ଭୋଟିଂ, ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳାଫଳ

ବିହାରରେ ଦ୍ବିତୀୟ ପର୍ଯ୍ଯାୟ ନିର୍ବାଚନ ପାଇଁ ଭୋଟିଂ, ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳାଫଳ ବିହାର ବିଧାନସଭା ନିର୍ବାଚନ ପାଇଁ ବି ଚାଲିଛି ଭୋଟିଂ । ଦ୍ବିତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମୋଟ ୨୪୩ଟି ଆସନ ମଧ୍ୟରୁ ୧୨୨ଟି…

ମତଦାନ ସାବ୍ୟସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ନୁଆପଡା ଉପନିର୍ବାଚନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ଖରିଆର ରୋଡର ମୋଙ୍ଗରାପାଲି ବୁଥ ନମ୍ବର ୬୬ରେ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ପରିବାର ସହିତ ଜୟ ଭୋଟ କେନ୍ଦ୍ରକୁ ଯାଇ ଭୋଟ ଦେଇଛନ୍ତି…

ନୂଆପଡ଼ା ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ଭୋଟିଂ

ନୁଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ଭୋଟିଂ ହୋଇଛି। ସକାଳ ୯ଟା ସୁଦ୍ଧା ନୂଆପଡାରେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଥିଲା।ଆଇନଶୃଙ୍ଖଳା…

ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଜାରି

ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଜାରି ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ। ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରିବେ ମତଦାତା। ସୁନାବେଡ଼ା ଅଞ୍ଚଳରେ ୮ଟି ମତଦାନ କେନ୍ଦ୍ର ରହିଛି। ୩୫୮ଟି ବୁଥ୍ ପାଇଁ ୩୬୮ ପୋଲିଂ…

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ, ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ, ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ ନୁଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ । ଆଜି ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍। ନୀରବ ଅବଧି ପୂର୍ବରୁ ସମସ୍ତ…

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’ ନୂଆପଡ଼ା: ନୂଆପଡ଼ାରେ ରୋଡ୍‌ ଶୋ’ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍‌ ଶୋ’ କଲେ ମୁଖ୍ୟମନ୍ତ୍ରୀ। ନୂଆପଡ଼ାରୁ ଖରିଆର ରୋଡ୍‌ ପର୍ଯ୍ୟନ୍ତ ରୋଡ୍‌ ଶୋ’ କରାଯାଇଛି। ରୋଡ୍‌ ଶୋ’…

You missed