୭ ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
୭ଟି ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ବିଧାନସଭା ଆସନଗୁଡ଼ିକ ହେଉଛି ଜାମ୍ମୁ-କାଶ୍ମୀରର ବୁଦଗାଓଁ ଏବଂ ନଗ୍ରୋଟା, ରାଜସ୍ଥାନର ଅନ୍ତା, ଝାଡ଼ଖଣ୍ଡର ଘାଟଶିଳା, ତେଲେଙ୍ଗାନାର ଜୁବୁଲି ହିଲ୍ସ, ପଞ୍ଜାବର…
