ବୁଧବାର ସିପି ରାଧାକ୍ରିଷ୍ଣନ କଲେ ନାମାଙ୍କନ ଦାଖଲ
ବୁଧବାର ନାମାଙ୍କନ ଦାଖଲ କଲେ ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।…
