ଶୋଚନୀୟ ପରାଜୟ ପରେ ଇଭିଏମକୁ ଦୋଷ ଦେଲେ ଉଦ୍ଧବ ଠାକରେ
ନୂଆଦିଲ୍ଲୀ : ମହାରାଷ୍ଟ୍ର ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ ଇଭିଏମକୁ ଦୋଷ ଦେଇଛନ୍ତି ଶିବସେନା ନେତା ଉଦ୍ଧବ ଠାକରେ। ମହାରାଷ୍ଟ୍ର ନିର୍ବାଚନରେ ମହାୟୁତିକୁ ୨୩୬ ଆସନ ଓ ମହା ବିକାଶ ଅଘାଡିକୁ ୪୮ ଆସନ ମିଳିଛି। ସେ କହିଛନ୍ତି, ଏହି ଫଳାଫଳ…
ଉପନିର୍ବାଚନ ଫଳାଫଳ: ୱାୟନାଡରେ ପ୍ରିୟଙ୍କା, ୟୁପିରେ ବିଜେପି ଆଗୁଆ
ୱାୟନାଡ: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ସହ ୧୫ଟି ରାଜ୍ୟର ୪୬ଟି ବିଧାନସଭା ଏବଂ ୨ଟି ଲୋକସଭା ଆସନ ପାଇଁ ଭୋଟିଂ ଗଣତି ଚାଲିଛି। ପ୍ରିୟଙ୍କା ଗାନ୍ଧୀ ୩.୫ ଲକ୍ଷରୁ ଅଧିକ ଭୋଟରେ ୱାୟନାଡ ଲୋକସଭା ନିର୍ବାଚନ ମଣ୍ଡଳୀରେ ଆଗରେ ରହିଛନ୍ତି।…
ଧର୍ମେନ୍ଦ୍ର ଙ୍କ ସଫଳ ରଣନୀତି ରେ ହରିୟାଣା ରେ ବିଜେପି ର ହ୍ୟାଟ୍ରିକ ବିଜୟ(କୃତଜ୍ଞତା ଜଣାଇଲା ଅନୁଗୁଳ ଜିଲ୍ଲା ବିଜେପି)
ଅନୁଗୁଳ :ତା 8/10: ଓଡିଶା ର ରତ୍ନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ସଫଳ ରଣନୀତି କାରଣରୁ ହରିୟାଣା ରେ ତୃତୀୟ ଥର ପାଇଁ ହ୍ୟାଟ୍ରିକ ବିଜୟ କରି ବିଜେପି ସରକାର ଗଠନ କରିବାକୁ ଯାଉଛି |ହରିୟାଣା ବିଧାନସଭା ନିର୍ବାଚନ ପାଇଁ…
ଅନୁଗୋଳ ବିଧାୟିକା ପ୍ରାର୍ଥୀନୀ ହେଲେ ସଂଯୁକ୍ତା ସିଂହ
ଆଜି ବିଜୁ ଜନତା ଦଳ ପକ୍ଷରୁ ବିଧାନସଭା ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ମାନଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡିର ସୁପ୍ରିମୋ ତଥା ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନୁଗୋଳ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଧାୟିକା ପ୍ରାର୍ଥୀନୀ ଭାବେ ସଂଯୁକ୍ତା…
ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ
ନୂଆଦିଲ୍ଲୀ- ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ୧୭ଟି ରାଜ୍ୟ ଓ ୪ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଥିଲା। ସେଥିମଧ୍ୟରୁ ୧୮ଟି ଆସନ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ଥିବା…
ବାଲିଗୁଡାରେ ନିର୍ବାଚନକୁ ନେଇ ଚଳଚଞ୍ଚଳ :ବିଭିନ୍ନ ଦଳର ଅସନ୍ତୋଷ କର୍ମୀ ଓ ନେତାଙ୍କ ଉପରେ ସମସ୍ତଙ୍କ ନଜର
ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ବାତାବରଣ ସରଗରମ ହୋଇ ଉଠିଲାଣି । ଅନ୍ୟ ନିର୍ବାଚନ ମଣ୍ଡଳୀ ଅପେକ୍ଷା ଏହି ନିର୍ବାଚନ ମଣ୍ଡଳୀ ରେ ରାଜନୀତି ଗଣିତ କିଛି ଅଲଗା ରହିଥାଏ । ଚଳିତ…
ଚତୁର୍ଥ ଦିନରେ ବିଜେଡିର ଚକ୍ରମଣି ବିରାଟ ପଟୁଆରରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ
ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): ପ୍ରବଳ ରୌଦ୍ର ତାପ ସତ୍ବେ ହଜାର ହଜାର ସମର୍ଥକଙ୍କ ଗହଣ ରେ ଏକ ବିରାଟ ଶୋଭାଯାତ୍ରା ଓ ପଟୁଆର ରେ ଆସି କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର…
ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ : ବିରାଟ ପଟୁଆରରେ ଆସି ନାମଙ୍କନ ଦାଖଲ କାଲେ ଉପବାଚସ୍ପତି ସାଲୁଗା ପ୍ରଧାନ
ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): ସାଧାରଣ ନିର୍ବାଚନ ର ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ ରେ ଜି ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ଉପବାଚସ୍ପତି ସାଲୁଗା ପ୍ରଧାନ ନିଜର ହଜାର ହଜାର ସମର୍ଥକଙ୍କୁ ନେଇ…
ସାମ୍ବାଦିକଙ୍କ ଘରେ ପଶି ଆତଙ୍କ ସୃଷ୍ଟି କରୁଛନ୍ତି ସରପଞ୍ଚ , ଦୁର୍ନୀତି ଚରମ ସୀମାରେ ପହଞ୍ଚି ଓ ଆଇନକୁ ବେଖାତିର କରି ଆକ୍ରମଣ , ଘଣ୍ଟ ଘୋଡ଼ାଉଛି ପୋଲିସ୍
ଓଡ଼ିଶାରେ ଚଳିତ ବର୍ଷ ବିଧାନ ସଭା ଓ ଲୋକ ସଭା ନିମନ୍ତେ ନିର୍ବାଚନ ତାରିଖ ଘୋଷଣା ହେବା ସହିତ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଯାଇଛି। ଏହା ସତ୍ତ୍ବେ ବରଗଡ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଟୋପ ଗ୍ରାମ ପଞ୍ଚାୟତ ସରପଞ୍ଚ…
