ଆଗକୁ ଆସୁଛି ପୌର ନିର୍ବାଚନ: ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ପ୍ରାକ୍-ପ୍ରସ୍ତୁତି ଜୋରଦାର
ଭୁବନେଶ୍ୱର: ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ପ୍ରାକ୍-ପ୍ରସ୍ତୁତି ଜୋରଦାର କରାଯାଇଛି। ଏହାର ଅଂଶସ୍ୱରୂପ ଆସନ୍ତା ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ…
