ରାଜ୍ୟରେ ୪୭ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ ୪୭ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଜେ ବି ଏନ, ୧୫/୦୪ /୨୦୨୧, ଭୁବନେଶ୍ବର : ରାଜ୍ୟରେ ୪୭ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ୍ବୁଲାନ୍ସରେ ରହିଛି ଜୀବନ ରକ୍ଷାକାରୀ ସହାୟତା ବ୍ୟବସ୍ଥା…
