Category: International

ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ସୁରକ୍ଷିତ ଜାହାଜ ଚଳାଚଳ

ସାମୁଦ୍ରିକ ବାଣିଜ୍ୟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ‘ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍’ (Strait of Hormuz) ଦେଇ ଭାରତ ଅଭିମୁଖେ ଆସୁଥିବା ଜାହାଜଗୁଡ଼ିକର ଚଳାଚଳ ସ୍ୱାଭାବିକ ରହିଛି। ଶିପିଂ ମନ୍ତ୍ରଣାଳୟର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ୩୦ଟି ଜାହାଜ ସୁରକ୍ଷିତ ଭାବେ…

ନେପାଳରେ ଭୂକମ୍ପ: ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ-ମୋଦି

କାଠମାଣ୍ଡୁ: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ ୫.୨୧ରେ ଭୂକମ୍ପ ଅନୁଭୂତ ହୋଇଥିବା ଉଲ୍ଲେଖ ରହିଛି।’X’ରେ କୁହାଯାଇଛି, ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା…

ଭେନେଜୁଏଲାରେ ଶକ୍ତିଶାଳୀ ଭୂମିକମ୍ପ: ୪୫ ସେକେଣ୍ଡରେ ଦୁଇଥର ଝଟକା

ନୁଆଦିଲ୍ଲୀ:ଭେନେଜୁଏଲାରେ ଆଜି ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି, ଯାହାଫଳରେ ଦେଶର ବିଭିନ୍ନ ଅଞ୍ଚଳରେ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । ମାତ୍ର ୪୫ ସେକେଣ୍ଡର ଅନ୍ତରାଳରେ ଦୁଇଥର ଭୂମିକମ୍ପ ହୋଇଥିବାରୁ ଲୋକମାନେ ଭୟଭୀତ ହୋଇ ଘର ଛାଡ଼ି ବାହାରକୁ ଦୌଡ଼ି…

ଅଶୋଧିତ ତୈଳ ଦର ୭୫ ଡଲାର ତଳେ, ଯୁଦ୍ଧ ପରଠାରୁ ସର୍ବନିମ୍ନ ସ୍ତରରେ କ୍ରୁଡ୍ ଅଏଲ୍

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଉତ୍ତେଜନା ମଧ୍ୟରେ ବିଶ୍ୱ ବଜାରରୁ ଆସିଛି ବଡ଼ ଆଶ୍ୱସ୍ତିର ଖବର। ଚଳିତ ବର୍ଷ ଫେବୃଆରିରେ ଇରାନ ସଙ୍କଟ ଆରମ୍ଭ ହେବା ପରେ ପ୍ରଥମ ଥର ପାଇଁ ଅଶୋଧିତ ତୈଳ (Crude Oil) ଦର ବ୍ୟାରେଲ ପ୍ରତି…

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

ନୂଆଦିଲ୍ଲୀ : ଭାରତୀୟ ପୁରୁଷ ହକି ଦଳ ଏଫଆଇଏଚ୍ ପ୍ରୋ ଲିଗ ୨୦୨୫-୨୬ ରେ ଏକ ରୋମାଞ୍ଚକର ମ୍ୟାଚରେ ପାକିସ୍ତାନକୁ ୪-୩ ଗୋଲରେ ପରାସ୍ତ କରି ଏକ ଦମଦାର ବିଜୟ ହାସଲ କରିଛି। ଅଧିନାୟକ ହରମନପ୍ରୀତ ସିଂହ ଲଣ୍ଡନର ଲି ଭ୍ୟାଲି…

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିକ୍ସ ରାଷ୍ଟ୍ରଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କ ସହ ସାକ୍ଷାତ କରିଛନ୍ତି। ଶ୍ରୀ ମୋଦୀ ସମସାମୟିକ ବିଶ୍ୱ ସୁରକ୍ଷା ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା କରିବାରେ ଗୋଷ୍ଠୀର ବଢ଼ୁଥିବା ଗୁରୁତ୍ୱ ଉପରେ ଆଲୋକପାତ…

ଇସ୍ତଫା ଦେଲେ ବିଟ୍ରିଶ ପ୍ରଧାନମନ୍ତ୍ରୀ

ଇଂଲଣ୍ତ: ଇସ୍ତଫା ଦେଲେ ବିଟ୍ରିଶ ପ୍ରଧାନମନ୍ତ୍ରୀ। ସୋମବାର ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମର ନିଜେ ଇସ୍ତଫା ନେଇ ଘୋଷଣା କରିଛନ୍ତି।ଲେବର ପାର୍ଟି ମଧ୍ୟରେ ବିଦ୍ରୋହର ସମ୍ମୁଖୀନ ହେବା ପରେ ଇସ୍ତଫା ଦେଇଥିବା ନେଇ ସୂଚନା ମିଳିଛି। ୨୦୨୪ ନିର୍ବାଚନରେ ଲେବର ପାର୍ଟିରୁ…

ତ୍ରିରାଷ୍ଟ୍ରୀୟ ସିରିଜ ଜିତିଲା ଭାରତ: ୬୬ ରନରେ ହାରିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ: ଭାରତ ତ୍ରିରାଷ୍ଟ୍ରୀୟ ସିରିଜ ଜିତିଛି। ଟିମ୍ ଇଣ୍ଡିଆ ୬୬ ରନରେ ଫାଇନାଲ ମ୍ୟାଚ୍ ଜିତିଛି। ବୈଭବ ସୂର୍ଯ୍ୟବଂଶୀ ଭାରତର ବିଜୟର ନାୟକ ଥିଲେ। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍ ଏକତରଫା ଥିଲା। ପ୍ରଥମେ…

ଲେବାନନରେ ଇସ୍ରାଏଲୀ ଆକ୍ରମଣ: ୧୬ ମୃତ

ନୁଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଶତ୍ରୁତା ଶେଷ କରିବା ପାଇଁ ଆମେରିକା ଏବଂ ଇରାନ ଏକ ଐତିହାସିକ ଶାନ୍ତି ଚୁକ୍ତି ଘୋଷଣା କରିବାର ଗୋଟିଏ ଦିନ ପରେ, ଦକ୍ଷିଣ ଲେବାନନରେ ଗତ କିଛି ମାସ ମଧ୍ୟରେ ସବୁଠାରୁ ଭୟଙ୍କର ରାତି ମଧ୍ୟରୁ ଗୋଟିଏ…

ଭାରତ ପାଇଁ ଖୁସି ଖବର: ହରମୁଜ୍ ଛାଡ଼ିଲା ୪୦ ଟି ଏଲପିଜି ଟ୍ୟାଙ୍କର

ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଚାଲିଛି, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଛି। ବିଶେଷକରି ଭାରତ ତେଲ ଏବଂ ଗ୍ୟାସ ଅଭାବର ସମ୍ମୁଖୀନ ହୋଇଛି। କିନ୍ତୁ ବର୍ତ୍ତମାନ ଯେତେବେଳେ ଦୁଇ ଦେଶ ମଧ୍ୟରେ…