ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ଯୁବରାଜ ତଥା ପ୍ରଧାନମନ୍ତ୍ରୀ ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା କରିଛନ୍ତି। ଦୁଇ ନେତା ପଶ୍ଚିମ ଏସିଆର ପରିବର୍ତ୍ତିତ ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ଆରବ ଉପରେ ନିକଟରେ…
