Category: International

ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର ଦୁଇ ଦିନିଆ ଭାରତ ଗସ୍ତରେ

ନୂଆଦିଲ୍ଲୀ: ଆମେରିକା ସହିତ ଚାଲିଥିବା ଉତ୍ତେଜନାରେ, ଭାରତ ଏବଂ ବ୍ରିଟେନ ମଧ୍ୟରେ ବନ୍ଧୁତା ଗଭୀର ହେଉଥିବା ପରି ମନେ ହେଉଛି । ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି । ସେ ବୁଧବାର (୮ ଅକ୍ଟୋବର)…

ଆମେରିକାରେ ଅଫିମ ବିକ୍ରି କରୁଥିବା ଅଭିଯୋଗରେ ଭାରତୀୟ ଯୁବକ ଗିରଫ

ନୁଆଦିଲ୍ଲୀ: ଆମେରିକାର ଅରଙ୍କସାସରୁ ଜଣେ ଭାରତୀୟ ବଂଶୋଦ୍ଭବଙ୍କୁ ଗିରଫ କରିଛି ପୁଲିସ। ତାଙ୍କ ନାଁ କପିଲ ବୋଲି ଜଣାପଡିଛି। କପିଲଙ୍କ ବିରୋଧରେ ଅଫିମ ବିକ୍ରି କରୁଥିବା ଅଭିଯୋଗ ଲାଗିଛି। ତାଙ୍କ ଭିସା ରଦ୍ଦ କରାଯାଇଛି। ଘଟଣାଟି ମଇ ମାସର। ପୁଲିସ ଟ୍ରାଫିକ୍…

ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଝଟକା, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୬.୦ ରେକର୍ଡ

ଶନିବାର ବିଳମ୍ବିତ ରାତିରେ ଜାପାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା 6.0 ମାପ କରାଯାଇଥିଲା। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି (NCS) ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ 50 କିଲୋମିଟର ଗଭୀରତାରେ ଥିଲା। ପ୍ରକୃତରେ, ଜାପାନ…

ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ, ରିଚ୍ଟର ସ୍କେଲରେ ତୀବ୍ରତା ୪.୯

ଆଜି ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି । ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୪.୯ ରହିଥିବା ଜଣାପଡିଛି । ଏଥିସହିତ ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଫଳରେ ଆତଙ୍କ ସୃଷ୍ଟି…

ଭାରତ ଏବଂ ଚୀନ ମଧ୍ୟରେ ଚାଲୁ ହେବ ବିମାନ ସେବା

ନୂଆଦିଲ୍ଲୀ: ଭାରତ ଏବଂ ଚୀନ ମଧ୍ୟରେ ଲମ୍ବା ସମୟ ଧରି ବିମାନ ସେବା ବନ୍ଦ ରହିଥିଲା । ଯାହା ପୁଣି ଆରମ୍ଭ ହେବାକୁ ଯାଉଛି । ଦୁଇ ଦେଶ ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବାରୁ ଏହି ପଦକ୍ଷେପ ନିଆଯାଇଛି । ଭାରତ…

ସର୍‌ କ୍ରିକ୍ ବିବାଦ ନେଇ ପାକିସ୍ତାନକୁ ପ୍ରତିରକ୍ଷା ମନ୍ତ୍ରୀଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସର୍ କ୍ରିକ୍ ବିବାଦ ବହୁ ଦିନର। ଏହି ବିବାଦ ୧୯୬୦ ମସିହାରୁ ଦୁଇ ଦେଶ ମଧ୍ୟରେ ଲାଗି ରହିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପାକିସ୍ତାନକୁ ଚେତାବନୀ ଦେଇ କହିଛନ୍ତି ଯେ…

ବିଶ୍ବର ସବୁଠୁ ଧନୀ ଆକ୍ଟର ହେଲେ ଶାହାରୁଖ୍ ଖାନ

ଶାହାରୁଖ ଖାନଙ୍କ ଚାର୍ମ ଏବଂ ଷ୍ଟାରଡମ କେବଳ ଭାରତରେ ସୀମିତ ନୁହେଁ; ସେ ଅନେକ ଦେଶରେ ତାଙ୍କ ପର୍ସନାଲିଟିର ଜଲୱା ଦେଖାଇଛନ୍ତି। ଆଜି ମଧ୍ୟ, ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷ ଲକ୍ଷ ଶାହରୁଖ ଖାନଙ୍କ ପ୍ରଶଂସକ ତାଙ୍କୁ ମନେ ରଖିଛନ୍ତି। ତେବେ…

ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା ପ୍ରଦାନ

ଭୁବନେଶ୍ୱର: ଦୁବାଇରେ ଚିକିତ୍ସିତ ହେଉଥିବା ଜଣେ ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି।ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲାରେ ବାସ…

ପାକିସ୍ତାନ କ୍ବେଟା ସେନା ମୁଖ୍ୟାଳୟରେ ଭୟଙ୍କର ବିସ୍ଫୋରଣ, ୧୦ ମୃତ

କ୍ୱେଟାରେ ଥିବା ପାକିସ୍ତାନୀ ସେନା ମୁଖ୍ୟାଳୟରେ ବଡ଼ ବିସ୍ଫୋରଣ ହୋଇଛି । ପୂର୍ବ କ୍ୱେଟାରେ ଫ୍ରଣ୍ଟିୟର୍ କର୍ପସ୍ ମୁଖ୍ୟାଳୟ ନିକଟରେ ବଡ଼ ବିସ୍ଫୋରଣ ହୋଇଛି । ଫଳରେ ୬ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ବର୍ତ୍ତମାନର…

ବିଷ୍ନୋଇ ଗ୍ୟାଙ୍ଗକୁ ଆତଙ୍କବାଦୀ ଘୋଷଣା

କାନାଡା ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗକୁ ଏକ ଆତଙ୍କବାଦୀ ଗୋଷ୍ଠୀ ଭାବରେ ଘୋଷଣା କରିଛି। ଦେଶର କନଜରଭେଟିଭ ଏବଂ ଏନଡିପି ନେତାଙ୍କ ଦାବି ପରେ କାନାଡ଼ା ସରକାର ଏହି ନିଷ୍ପତ୍ତି ନେଇଛନ୍ତି। କାନାଡା ସରକାର କହିଛନ୍ତି ଯେ ଏହି ଗ୍ୟାଙ୍ଗ ଭାରତରେ ଅବସ୍ଥିତ…