ପାକିସ୍ତାନରେ ଥିବା ଭାରତୀୟ ଦୂତାବାସକୁ ପାଣି ଗ୍ୟାସ ଯୋଗାଣ ବନ୍ଦ କଲା ପାକିସ୍ତାନ
ଅପରେସନ ସିନ୍ଦୂରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ କୂଟନୈତିକ ଲଢେଇ ତୀବ୍ର ହୋଇଛି। ରିପୋର୍ଟ ଅନୁଯାୟୀ ଇସଲାମାବାଦସ୍ଥିତ ଭାରତୀୟ ଦୂତାବାସ (ଉଚ୍ଚାୟୁକ୍ତ) କାର୍ଯ୍ୟାଳୟକୁ ପାକିସ୍ତାନ ସରକାର ପାଣି ଓ ଗ୍ୟାସ ଯୋଗାଣ ବନ୍ଦ କରିଦେଇଛନ୍ତି। ଏହା ପୂର୍ବରୁ ଭାରତୀୟ ଦୂତାବାସ…
