Category: International

ଇସ୍ରାଏଲ ଉପରେ ୧୦୦ ମିଶାଇଲ ଆଟାକ କଲା ଇରାନ

ତେଲ ଅଭିଭ: ଇସ୍ରାଏଲ ଏବଂ ଇରାନ ଏବେ ମୁହାଁମୁହିଁ ସ୍ଥିତି। ମଧ୍ୟପ୍ରାଚ୍ୟରେ ପୁଣି ଥରେ ଆକାଶରୁ କ୍ଷେପଣାସ୍ତ୍ର ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ଏବେ ଯୁଦ୍ଧରେ ପରିଣତ ହୋଇଛି। ଇସ୍ରାଏଲ-ଇରାନ ଯୁଦ୍ଧ ଏବେ ଇରାନ…

ଆମେରିକାରେ ସ୍ଥିତି ଅଣାୟତ୍ତ, ୨୦୦୦ ସୈନ୍ୟ ମୁତୟନ କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ଲସ୍ ଆଞ୍ଜେଲସରେ ପ୍ରବଳ ହିଂସା । ଭଙ୍ଗାରୁଜା ସହ ଜଳାପୋଡା କଲେ ବିକ୍ଷୋଭକାରୀ । ଆମେରିକାର ଲସ୍ ଆଞ୍ଜେଲସ୍ ରାଜ୍ୟରେ ବିକ୍ଷୋଭକାରୀମାନେ ବହୁତ ବିଶୃଙ୍ଖଳା ସୃଷ୍ଟି କରିଛନ୍ତି । ପରିସ୍ଥିତି ନିରନ୍ତର ନିୟନ୍ତ୍ରଣ ବାହାରକୁ ଯାଉଛି । ସ୍ଥିତି…

ୟୁକ୍ରେନରେ ତାଣ୍ଡବ ରଚୁଛନ୍ତି ଋଷ ସେନା: ୪୦୦ ଡ୍ରୋନ୍‌ ଓ ୪୬ କ୍ଷେପଣାସ୍ତ୍ର ମାଡ଼

ୟୁକ୍ରେନର ଭୟଙ୍କର ଡ୍ରୋନ ଆକ୍ରମଣ ପରେ ରୁଷ ପ୍ରତିଶୋଧ ନେଇଛି । ଶନିବାର ଦିନ ରୁଷ ପୂର୍ବ ୟୁକ୍ରେନର ଖାରକିଭ ସହର ଉପରେ ଏକ ଭୟଙ୍କର ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । ଯେଉଁଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି…

ଟ୍ରମ୍ପଙ୍କ ବଡ଼ ପଦକ୍ଷେପ, ମସ୍କଙ୍କ ପାଇଁ ବନ୍ଦ ହେଲା ହ୍ୱାଇଟ ହାଉସ

ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଓ ଟେସଲା ସିଇଓ ଏଲନ ମସ୍କ ମୁହାଁମୁହିଁ। ଖୋଲାଖୋଲି ପରସ୍ପର ବିରୋଧରେ କରୁଛନ୍ତି ବୟାନବାଜି। ମସ୍କ ପ୍ରଥମେ ଡିଓଜିଇରୁ ଇସ୍ତଫା ଦେଲେ, ଆଉ ତାପରେ ସେ ଟ୍ରମ୍ପଙ୍କୁ ଟାର୍ଗେଟ କରିବାର ସୁଯୋଗ ହାତଛଡା କରୁନାହାନ୍ତି। ଟ୍ରମ୍ପ…

ପୁଣି ବିଦେଶ ନାଗରିକଙ୍କ ପାଇଁ ଆମେରିକାରେ କଟକଣା, ୧୨ଟି ଦେଶର ଲୋକଙ୍କୁ ୟୁଏସରେ ନୋଏଣ୍ଟ୍ରି

ୱାଶିଂଟିନ: ପୁଣି ବିଦେଶ ନାଗରିକଙ୍କ ପାଇଁ ଆମେରିକାରେ କଟକଣା। ୧୨ଟି ଦେଶର ନାଗରିକଙ୍କୁ ଆମେରିକା ପ୍ରବେଶ ମନା। ଏନେଇ ନୂଆ ଘୋଷଣାପତ୍ର ଜାରି କଲା ଟ୍ରମ୍ପ୍ ପ୍ରଶାସନ। ଆମେରିକାର ଜାତୀୟ ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା ସୂଚନା ରହିଛି। ତେବେ…

ମିସ୍ ୱାର୍ଲ୍ଡ ୨୦୨୫ ମୁକୁଟ ପିନ୍ଧିଲେ ଥାଇଲାଣ୍ଡ ସୁନ୍ଦରୀ

ହାଇଦ୍ରାବାଦ:୨୦୨୫ ମସିହାର ମିସ୍ ୱାର୍ଲ୍ଡ ବିଜେତା ହେଲେ ଥାଇଲାଣ୍ଡ ସୁନ୍ଦରୀ ଓପାଲ ସୁଚାତା ଚୁଆଙ୍ଗଶ୍ରୀ । ଏହି ଇଭେଣ୍ଟ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଅନୁଷ୍ଠିତ ହୋଇଥିଲା । ତେବେ ଇଥିଓପିଆର ହାସେଟ୍ ଡେରେଜେ ହେଲେ ପ୍ରଥମ ରନରଅପ୍ । ଏହି ପ୍ରତିଯୋଗିତାରେ…

ବଡ କୂଟନୈତିକ ବିଜୟ: ସ୍ବର ବଦଳେଇଲା କଲମ୍ବିଆ, ପାକ୍.ପାକ୍ ଛାଡି, ଭାରତ.ଭାରତ ଗାଇଲା

ନୂଆଦିଲ୍ଲୀ: ବଡ ସଫଳତାର ସହ ଆଗେଇ ଚାଲିଛନ୍ତି ଅପରେସନ ସିନ୍ଦୂରର ପ୍ରତିନିଧିଦଳ । ବିଦେଶରେ ଲଗାତାର ପାକିସ୍ତାନର ପର୍ଦ୍ଦାଫାସ କରୁଛନ୍ତି । ପାକିସ୍ତାନର ମିଥ୍ୟା ଉପରୁ ପରଦା ହଟାଉଛନ୍ତି । ଏହି ପରିପ୍ରେକ୍ଷୀରେ ଏବେ ଭାରତ ବଡ କୂଟନୈତିକ ବିଜୟ ହାସଲ…

ତୁର୍କୀ ଉପରେ ଭାରତର ପ୍ରହାର; ତୁର୍କୀ ଏୟାରଲାଇନ୍ସ ସହିତ ଡିଲ ସମାପ୍ତ କରିବ ଇଣ୍ଡିଗୋ

ନୂଆଦିଲ୍ଲୀ:ଭାରତର ଶତ୍ରୁ ଦେଶ ପାକିସ୍ତାନକୁ ତୁର୍କୀର ସମର୍ଥନ ପରେ ଭାରତ ଏବଂ ତୁର୍କୀ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏବେ ଏହି ତିକ୍ତତାର ପ୍ରଭାବ ବିମାନ ଚଳାଚଳ କ୍ଷେତ୍ର ଉପରେ ମଧ୍ୟ ସ୍ପଷ୍ଟ ଭାବରେ ଦେଖିବାକୁ ମିଳିଛି ।…

ପାକିସ୍ତାନ ସହ ଆଲୋଚନା ପାଇଁ ଭାରତର ସର୍ତ୍ତ,ବୈଦେଶିକ ମନ୍ତ୍ରାଳୟ କହିଲା….

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ନେଇ ଆମେରିକାର ଦାବିକୁ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଅନେକ ଥର ପ୍ରତ୍ୟାଖ୍ୟାନ କରିଛି। ହେଲେ ଏହା ପରେ ବି, ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପ୍ରଶାସନ ନିଜକୁ ଶ୍ରେୟ ଦେବାରେ ଲାଗି ପଡିଛନ୍ତି। ଭାରତ…

ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକ୍ ପ୍ରଧାନମନ୍ତ୍ରୀ, ପହଲଗାମ ପ୍ରସଙ୍ଗ ଉପରେ ଭାରତ ସହ କରିବେ ଆଲୋଚନା !

ଶେଷରେ ଭାରତ ଆଗରେ ମୁଣ୍ଡ ନୁଆଁଇଲା ପାକିସ୍ତାନ। ଭାଙ୍ଗିଗଲା ପାକିସ୍ତାନର ସବୁ ଗର୍ବ ଆଉ ଦମ୍ଭ। ହଁ ଭାଙ୍ଗିବନି ବା କେମିତି। ଆଉ କେତେଦିନ ବା ପାଣି ପାଇଁ ଡ଼ହଳବିକଳ ହେବ। ଭାରତର କଡ଼ା ଆଭିମୁଖ୍ୟ ଆଗରେ ଭାଙ୍ଗିଗଲା ପାକିସ୍ତାନ ପ୍ରଧାନମନ୍ତ୍ରୀ…