Category: International

୩ ଦିନିଆ ଶ୍ରୀଲଙ୍କା ଗସ୍ତରେ ମୋଦି, ବିମାନବନ୍ଦରରେ ସ୍ବାଗତ କଲେ ପ୍ରଧାନମନ୍ତ୍ରୀ

ଦୂଇଦିନିଆ ଥାଇଲାଣ୍ଡ ଗସ୍ତ ସାରି ଶ୍ରୀଲଙ୍କାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଥାଇଲାଣ୍ଡର ବ୍ୟାଙ୍କକ୍‌ରେ ବିମଷ୍ଟେକ୍ ସମ୍ମିଳନୀରେ ଯୋଗ ଦେବା ପରେ ତିନିଦିନିଆ ଶ୍ରୀଲଙ୍କା ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । କଲମ୍ବୋ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ…

ବ୍ୟାଙ୍କକରେ ମହମ୍ମଦ ୟୁନୁସ ଓ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଧ୍ୟରେ ବୈଠକ

ବ୍ୟାଙ୍କକ୍ : ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ପରସ୍ପର ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ୯ ମାସ ପରେ ଉଭୟଙ୍କ ମଧ୍ୟରେ ହୋଇଛି ।…

ବାରବାଟୀ ଷ୍ଟାଡିୟମରେ ହେବ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍

ଭୂବନେଶ୍ୱର, ୦୩/୦୪ : କ୍ରିକେଟ ପ୍ରେମୀଙ୍କ ପାଇଁ ଆସିଛି ଖୁସି ଖବର । ବାରବାଟୀ ଷ୍ଟାଡିୟମରେ ଡିସେମ୍ବର ୯ ତାରିଖରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏକ ଟି-୨୦ ମ୍ୟାଚ୍ ଅନୁଷ୍ଠିତ ହେବ । ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ…

ମିଆଁମାର ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୧୭୦୦କୁ ବୃଦ୍ଧି; ୩,୪୦୦ ଆହତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି

ମିଆଁମାର ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୧୭୦୦କୁ ବୃଦ୍ଧି । ୩,୪୦୦ ଆହତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାର ରବିବାର ସ୍ପଷ୍ଟ କରିଛନ୍ତି ଯେ ଏପର୍ଯ୍ୟନ୍ତ ୧୭୦୦ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ୩୫୦୦ରୁ ଅଧିକ ଆହତ ହୋଇଛନ୍ତି…

ବାୟୁସେନା ବିମାନ ଯୋଗେ ମିଆଁମାରକୁ ୧୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ

ମିଆଁମାରକୁ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ । ବାୟୁସେନା ବିମାନ ଯୋଗେ ୧୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ । ଟେଣ୍ଟ୍, ସ୍ଲିପିଂ ବ୍ୟାଗ୍, ବ୍ଲାଙ୍କେଟ, ସୋଲାର ଲ୍ୟାମ୍ପ ପଠାଯାଇଛି । ଆବଶ୍ୟକୀୟ ଔଷଧ ସହ ଜେନେରେଟର ସେଟ୍ ପଠାଇଲା…

୯ ମାସ ପରେ ପୃଥିବୀକୁ ଫେରିଲେ ସୁନିତା ୱିଲିୟମ୍ସ

୯ ମାସ ପରେ ପୃଥିବୀକୁ ଫେରିଲେ ସୁନିତା ୱିଲିୟମ୍ସ । ନିକ୍ ହେଗ୍, ସୁନିତା ୱିଲିୟମ୍ସ, ବୁଚ୍ ୱିଲମୋର ଏବଂ ମହାକାଶଚାରୀ ଆଲେକଜାଣ୍ଡାର ଗୋର୍ବୁନୋଭ ସ୍ପେସଏକ୍ସ ଡ୍ରାଗନ୍ ମହାକାଶଯାନରେ ପୃଥିବୀକୁ ସୁରକ୍ଷିତ ଫେରିଛନ୍ତି । ଭାରତୀୟ ସମୟ ଅନୁସାରେ ୧୯ ମାର୍ଚ୍ଚ…

ଦୀର୍ଘ ୯ ମାସ ପରେ ଏଦି ଦିନ ମହାକାଶରୁ ଫେରିବେ ସୁନିତା

ସୁନିତା ୱିଲିୟମ୍ସଙ୍କ ପ୍ରତ୍ୟାବର୍ତ୍ତନ ତାରିଖ ନିଶ୍ଚିତ କରିଛି NASA । ୯ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)ରେ ଫସି ରହିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋରଙ୍କ ପୃଥିବୀକୁ ଫେରିବାର…

ମୋଦୀଙ୍କୁ ମରିସସର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ

ମରିସସ ସରକାର ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସେଠାକାର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ଷ୍ଟାର ଆଣ୍ଡ କି ଅଫ ଇଣ୍ଡିଆନ ଓସେନ’ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଏହି ସମ୍ମାନ ପାଇବାରେ…

ଭାରସାମ୍ୟ ହରାଇ ଓଲଟିଲା ବସ୍, ୧୨ ମୃତ

ସାଉଥ ଆଫ୍ରିକା ଜୋହାନ୍ସବର୍ଗ ସହରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଠାରେ ହାଇୱେରେ ଏକ ବସ୍ ଓଲଟିବା ଯୋଗୁଁ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାରେ ୪୫ ଜଣ ଆହତ ହୋଇଛନ୍ତି । ସୂଚନା ମିଳିବା ପରେ ଘଟଣା ସ୍ଥଳରେ…

ଆସନ୍ତାକାଲି ମରିସସ୍‍ର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସ୍‍ର ପୂର୍ବତନ ରାଷ୍ଟ୍ରପତି ସାର୍‍ ଅନିରୁଦ୍ଧ ଜଗନ୍ନାଥ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସାର୍‍ ସିୱସାଗୁର ରାମଗୁଲାମଙ୍କୁ ପମ୍ପେଲ୍‍ମୁସେସ୍‍ ସ୍ଥିତ ସାର୍‍ ସିୱସାଗୁର ରାମଗୁଲାମ ବଟାନିକ୍‍ ଗାର୍ଡେନ୍‍ରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି…