ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି
ଭୂବନେଶ୍ୱର, ୧୭/୦୧ : ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ତାଙ୍କର ଏହି ଗସ୍ତ ଦୁଇ ଦିନିଆ ହେବ ବୋଲି ଜଣାପଡ଼ିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଆସିବେ ।…
ଭୂବନେଶ୍ୱର, ୧୭/୦୧ : ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ତାଙ୍କର ଏହି ଗସ୍ତ ଦୁଇ ଦିନିଆ ହେବ ବୋଲି ଜଣାପଡ଼ିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଆସିବେ ।…
ଖବର ଆଜିରତାରିଖ:୨୪/୧୨/୨୪, ମଙ୍ଗଳବାର ୧-ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗ ; ନୂଆ କଟ୍ ଅଫ ମାର୍କ ସ୍ଥିର କରି ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବାକୁ ହାଇକୋଟଙ୍କ ନିର୍ଦ୍ଦେଶ। ୨-ଦାଉ ସାଧିଲା ଅଦିନିଆ ବର୍ଷା, ଉଜୁଡ଼ା ଫସଲ…
ନୂଆଦିଲ୍ଲୀ: ଦୁଇଦିନିଆ କୁଏତ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ କୁଏତରେ କାମ କରୁଥିବା ଭାରତୀୟ ଶ୍ରମିକଙ୍କ ସହ ସାକ୍ଷାତ କରିଛନ୍ତି ମୋଦି । ଏଇରେ ଓଡ଼ିଆ ଶ୍ରମିକଙ୍କୁ ଭେଟି ତାଙ୍କ ସହ ହାତ ମିଳାଇଲେ ଆଉ କଥା…
ଖବର ଆଜିରତାରିଖ ୨୨/୧୨/୨୦୨୪ ରବିବାର ➡️୨୦୨୧ ତୁଳନାରେ ୨୦୨୩ରେ ଓଡ଼ିଶାରେ ୫୫୯ ବର୍ଗକିମି ଜଙ୍ଗଲ ଓ ବୃକ୍ଷ ଆଚ୍ଛାଦିତ ଅଞ୍ଚଳ ବୃଦ୍ଧିପାଇଛି। ଏଥିରେ ଜଙ୍ଗଲ ଅଞ୍ଚଳ ୧୫୧.୮୯ ବର୍ଗକିମି ହୋଇଥିବା ବେଳେ ବୃକ୍ଷ ଅଞ୍ଚଳ ୪୦୬.୬୮ ବର୍ଗକିମି ରହିଛି। ➡️ଦିଲ୍ଲୀର ପୂର୍ବତନ…
ନୂଆଦିଲ୍ଲୀ: କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିମନ୍ତ୍ରଣ । କୁଏତ୍ ହାଲା ମୋଦି କାର୍ଯ୍ୟକ୍ରମରେ ଓଡ଼ିଶା କଥା ଉଲ୍ଲେଖ କଲେ ପିଏମ୍ ମୋଦି। ଓଡ଼ିଶାର ଗୁଣଗାନ ମଧ୍ୟ କଲେ। ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ…
ମୁମ୍ବାଇ: ଲୋକପ୍ରିୟ ନିର୍ଦ୍ଦେଶକ ନାଗ ଅଶ୍ୱିନ ଜାପାନୀ ପ୍ରଶଂସକଙ୍କ ଠାରୁ ପାଇଥିବା ପ୍ରେମରେ ବିଭୋର ହୋଇପଡିଛନ୍ତି । ନାଗ ଅଶ୍ୱିନଙ୍କ ନିର୍ଦ୍ଦେଶି ବ୍ଲକବଷ୍ଟର ‘କଲ୍କି-୨୮୯୮ ଏଡି’ ଜାନୁୟାରୀ ୩, ୨୦୨୫ ରେ ଜାପାନରେ ଏହାର ଭବ୍ୟ ମୁକ୍ତିଲାଭ ପାଇଁ ପ୍ରସ୍ତୁତ ହୋଇଛି…
ତାରିଖ: ୨୧/୧୨/୨୪, ଶନିବାର ୧-ଶୀତ ଭିତରେ ବର୍ଷାର ଦାଉ; ଖଳାରେ ଭିଜିଲା ଅମଳ ଧାନ, ଆହୁରି ୨ ଦିନ ବର୍ଷିବ। ୨-ଚିନ୍ତା ବଢାଇଲାଣି ଲଘୁଚାପ ବର୍ଷା,ଧାନ ପନିପରିବା ଫସଲ ଉଜୁଡି ଯିବା ଆଶଙ୍କା। ୩-ଭୋପାଳ:ମିଣ୍ଡୋରି ଜଙ୍ଗଲରୁ ଏକ ପରିତ୍ୟକ୍ତ କାରରୁ ୫୨…
*ଖବର ଆଜିର* ତାରିଖ:୧୯/୧୨/୨୪, ଗୁରୁବାର ୧-ଭୁବନେଶ୍ୱର:ଖ୍ୟାତନାମା ସାହିତ୍ୟିକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ଚଳିତ ବର୍ଷର ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର୨-ଭୁବନେଶ୍ୱର:ଆଜିଠୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ।୩-ଭୁବନେଶ୍ୱର:୧୨୬୮ ପରୀକ୍ଷା କେନ୍ଦ୍ରରେ ହେବ…
ପ୍ୟାରିସ: ଫ୍ରାନ୍ସର ପ୍ରଧାନମନ୍ତ୍ରୀ ମିସେଲ ବର୍ଣ୍ଣିୟରଙ୍କ ସରକାରର ପତନ ହୋଇଛି। ମାତ୍ର ୩ ମାସରେ ପ୍ରଧାନମନ୍ତ୍ରୀ ପଦରୁ ସେ ଇସ୍ତଫା ଦେଇଛନ୍ତି। ଫ୍ରାନ୍ସରେ ୬୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ସଂସଦରେ ଜଣେ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯାଇଥିଲା।…
ନୂଆଦିଲ୍ଲୀ: ଏଣିକି ଆଉ ଡାକ୍ତରୀ ପାଠ ପଢିପାରିବେନି ଦେଶର ଝିଅମାନେ । ଡାକ୍ତରୀ ପାଠ ଝିଅମାନଙ୍କ ପାଇଁ ବ୍ୟାନ କରିଛନ୍ତି ସରକାର । ଏପରି କିଛି ହଟକେ ନିୟକ ଆଣି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ତାଲିବାନ୍ ସରକାର । ଯେଉଁଥିରେ…