Category: International

ପ୍ରେମ ପାଠ ପଢିବେ ଛାତ୍ରଛାତ୍ରୀ, କଲେଜକୁ ନିର୍ଦ୍ଦେଶ ଦେଲେ ସରକାର

ନୂଆଦିଲ୍ଲୀ: ଭାରତର ପଡୋଶୀ ଦେଶ ଚାଇନାକୁ ଘାରିଛି ଜନସଂଖ୍ୟା ହ୍ରାସ ପାଇବାର ଚିନ୍ତା । ତେଣୁ ଚୀନ୍ ସରକାର କଲେଜଗୁଡ଼ିକରେ ପ୍ରେମ ଶିକ୍ଷା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଛାତ୍ରଛାତ୍ରୀମାନଙ୍କୁ ରୋମାଣ୍ଟିକ ସମ୍ପର୍କକୁ ଭଲ ଭାବରେ ବୁଝିବାକୁ ସାହାଯ୍ୟ କରିବ ଏହି…

ଜନ୍ମମାଟିର ମୋହରେ ଇଟାଲିରୁ ଆସି ଓଡିଶା ବୁଲିଲେ ବର୍ଷା

ଜନ୍ମମାଟିର ମୋହରେ ଇଟାଲିରୁ ଆସି ଓଡିଶା ବୁଲିଲେ ବର୍ଷା କଟକ ତା୧୪.୧୧.୨୪ରିଖ ରହୁଛନ୍ତି ଇଟାଲିରେ । କିନ୍ତୁ ଜନ୍ମମାଟିର ମୋହ ଛାଡି ପାରିନାହାନ୍ତି । ନିଜ ସାଙ୍ଗସାଥୀ ତଥା ଯେଉଁଠାରେ ବଢିଥିଲେ ସେହି ପରିବେଶର ଆକର୍ଷଣର ଛୁଟି ଆସିଛନ୍ତି ସୁଦୂର ଇଟାଲିରୁ…

ଦ୍ୱିତୀୟ ଟି-୨୦ ମ୍ୟାଚ୍‌ : ୩ ୱିକେଟ୍‌ରେ ଭାରତକୁ ପରାସ୍ତ କଲା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୧୧/୧୧ : ୨ୟ ଟ୍ବେଣ୍ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୩ ୱିକେଟ୍‌ରେ ଭାରତକୁ ପରାସ୍ତ କରିଛି। ବ୍ୟାଟିଂ ବିଫଳତା ଭୋଗି ଭାରତ ୬ ୱିକେଟ୍‌ରେ ୧୨୪ ରନ୍‌ କରିଥିଲା। ପରେ ୬ଟି ବଲ୍‌ ବାକିଥାଇ ୭ ୱିକେଟ୍‌ ହରାଇ ଘରୋଇ…

ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ୱାଶିଂଟନ, ୦୬/୧୧: ରିପବ୍ଲିକାନ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ହ୍ୱାଇଟ୍ ହାଉସକୁ ଫେରିବାକୁ ଯାଉଛନ୍ତି ଏବଂ ଆମେରିକା ନିର୍ବାଚନରେ ତାଙ୍କ ଡେମୋକ୍ରାଟିକ୍ ପ୍ରତିଦ୍ୱନ୍ଦ୍ୱୀ କମଳା ହାରିସଙ୍କୁ ପଛରେ ପକାଇ ନିର୍ବାଚନ ଜିତିଛନ୍ତି ଏବଂ ଆମେରିକାର ୪୭ତମ…

ଆମେରିକା ହ୍ୟୁଷ୍ଟନରେ ଇସ୍କନର ରଥଯାତ୍ରା ବାତିଲ

ଭୂବନେଶ୍ୱର: ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ। ଆସନ୍ତା ୯ ତାରିଖରେ ଆମେରିକା ହ୍ୟୁଷ୍ଟନ୍‌ରେ ହେବନି ଇସ୍କନ ରଥଯାତ୍ରା। ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ବଦଳରେ ସେଦିନ…

ମହିଳା କ୍ରିକେଟ: ୪ ବର୍ଷରେ ୧୧ଟିମ ଖେଳିବ ୪୦୦ ମ୍ୟାଚ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ ୨୦୨୫ରୁ ୨୦୨୯ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି । ୪ ବର୍ଷ ମଧ୍ୟରେ ୧୧ଟି ମହିଳା ଟିମ ୪୦୦ରୁ ଊର୍ଦ୍ଧ୍ୱ ମ୍ୟାଚ ଖେଳିବେ । ମହିଳା କ୍ରିକେଟରେ ଚାମ୍ପିୟନ୍ସ ଟ୍ରଫିର ଆୟୋଜନ କରାଯିବ ବୋଲି ଏହି…

କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି: ଆଜି ପଡିବ ଭୋଟ

ନୂଆଦିଲ୍ଲୀ: କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି? ପୁଣି କ୍ଷମତାକୁ ଫେରିବେ କି ଡୋନାଲ୍ଡ ଟ୍ରମ୍ପ? ନା ବାଜି ମାରିନେବେ ଭାରତୀୟ ବଂଶଦ୍ଭବ କମଲା ହାରିସ। ସେ ନେଇ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ । ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ…

କାନାଡାରେ ଥିବା ହିନ୍ଦୁ ମନ୍ଦିରରେ ଆକ୍ରମଣ ଘଟଣା: କଡା ନିନ୍ଦା କଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ: କାନାଡାର ଓଣ୍ଟାରିଓ ପ୍ରଦେଶର ବ୍ରାମ୍ପଟନରେ ଥିବା ଏକ ମନ୍ଦିରରେ ହୋଇଥିବା ଆକ୍ରମଣ ଘଟଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୀବ୍ର ନିନ୍ଦା କରିଛନ୍ତି। କାନାଡାରେ କାର୍ଯ୍ୟ କରୁଥିବା ଭାରତୀୟ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବା ପାଇଁ ଏହା ଏକ ଚକ୍ରାନ୍ତ । ଏପରି…

କାନାଡାରେ ଅସୁରକ୍ଷିତ ଭାରତୀୟ: ହିନ୍ଦୁ ମନ୍ଦିର ଓ ଭକ୍ତଙ୍କୁ ଖଲିସ୍ତାନୀଙ୍କ ଆକ୍ରମଣ

କାନାଡାରେ ଅସୁରକ୍ଷିତ ଭାରତୀୟ: ହିନ୍ଦୁ ମନ୍ଦିର ଓ ଭକ୍ତଙ୍କୁ ଖଲିସ୍ତାନୀଙ୍କ ଆକ୍ରମଣ ନୂଆଦିଲ୍ଲୀ: କାନାଡାରେ ପୁଣି ହିନ୍ଦୁ ମନ୍ଦିରକୁ ଖଲିସ୍ତାନୀଙ୍କ ଆକ୍ରମଣ। ବ୍ରାମ୍ପଟନ ଓ ସରେରେ ହିନ୍ଦୁ ସଭା ମନ୍ଦିର ଉପରେ ହମଲା କଲେ ଖଲିସ୍ତାନ ସମର୍ଥକ। ଏଠାରେ ଏକ ହିନ୍ଦୁ…

ଇସ୍ରାଏଲ-ଆମେରିକାକୁ ଖୋଲା ଧମକ ଦେଲେ ଖାମେନେଇ

ଆକ୍ସନ ମୁଡ୍‌ରେ ଇରାନର ସର୍ବୋଚ୍ଚ ନେତା। ଶନିବାର ଇରାନ ଓ ଏହାର ସହଯୋଗୀଙ୍କ ଉପରେ ହମଲାକୁ ନେଇ ଇସ୍ରାଏଲ ତଥା ଆମେରିକାକୁ କଡ଼ା ଜବାବ ଦେବାକୁ ଧମକ ଦେଇଛନ୍ତି ଅୟାତୁଲ୍ଲା ଅଲୀ ଖାମେନେଇ। ଯେଉଁମାନେ ଇରାନ ଏବଂ ଏହାର ସହଯୋଗୀମାନଙ୍କୁ ଆକ୍ରମଣ…