Category: International

ଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ପ୍ରଥମ ଦିନର କାର୍ଯ୍ୟଧାରା ଶେଷ

ନୂଆଦିଲ୍ଲୀ: ଦିଲ୍ଲୀରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ‘ବିଶ୍ୱରେ ବିଶ୍ୱାସର ଅଭାବ’ ଦୂର କରିବା, ଆମେରିକା, ଭାରତ, ସାଉଦି ଆରବ ଏବଂ ଉପସାଗରୀୟ ଏବଂ ଆରବ ରାଷ୍ଟ୍ରକୁ ସଂଯୋଗ କରୁଥିବା ରେଳ ଏବଂ ଜାହାଜ ଚଳାଚଳ ଯୋଗାଯୋଗ ନେଟୱାର୍କର ଶୁଭାରମ୍ଭ ଏବଂ…

ଭାରତ ଅଭିମୁଖେ ଆମେରିକା ରାଷ୍ଟ୍ରପତି: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଡିନର୍‌

ନୂଆଦିଲ୍ଲୀ,୮।୯: ଜି -୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ରୁ ଅଧିକ ଦ୍ୱିପାକ୍ଷିକ ବୈଠକ କରିପାରନ୍ତି। ସୂଚନାନୁସାରେ, ଯେଉଁମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ସାମ୍ନାସାମ୍ନି ଆଲୋଚନା କରିବେ ସେମାନଙ୍କ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଫ୍ରାନ୍ସର ରାଷ୍ଟ୍ରପତି…

ସମ୍ଭାବ୍ୟ ଝଡ଼ ‘ଇଡାଲିଆ’କୁ ନେଇ ଫ୍ଲୋରିଡ଼ାଠାରେ ବ୍ୟାପକ କ୍ଷତି ଘଟାଇବାର ଆଶଙ୍କା ସୃଷ୍ଟି

ୱାଶିଂଟନ,୩୦ା୮: ସମ୍ଭାବ୍ୟ ଝଡ଼ ‘ଇଡାଲିଆ’ ଫ୍ଲୋରିଡ଼ାଠାରେ ବ୍ୟାପକ କ୍ଷତି ଘଟାଇବାର ଆଶଙ୍କା ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ବିପଦପୂର୍ଣ୍ଣ ବର୍ଗ-୪କୁ ବୃଦ୍ଧି ପାଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବେଗରେ ପବନ ବହିବା ସହ ଫ୍ଲୋରିଡାର ପଶ୍ଚିମ କୂଳରେ ବିପର୍ଯ୍ୟୟ…

ଗ୍ରୀସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଗ୍ରୀସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିକ୍ସ ସମ୍ମିଳନୀ ସାରି ଗ୍ରୀସ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ୪୦ ବର୍ଷ ପରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଗ୍ରୀସ ଗସ୍ତ। ଗ୍ରୀସ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ କ୍ରମେ ଦିନିକିଆ କାର୍ଯ୍ୟକ୍ରମ। Post Views: 9

ବିମାନ ଦୁର୍ଘଟଣାରେ ୟେଭଗେନି ପ୍ରିଗୋଝିନଙ୍କ ମୃତ୍ୟୁ, ପୁଟିନଙ୍କ ବିରୋଧରେ କରିଥିଲେ ବିଦ୍ରୋହ

ବିମାନ ଦୁର୍ଘଟଣାରେ ୟେଭଗେନି ପ୍ରିଗୋଝିନଙ୍କ ମୃତ୍ୟୁ, ପୁଟିନଙ୍କ ବିରୋଧରେ କରିଥିଲେ ବିଦ୍ରୋହ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଖୋଲାଖୋଲି ବିଦ୍ରୋହ ଘୋଷଣା କରି ଚର୍ଚ୍ଚାକୁ ଆସିଥିବା ଶକ୍ତିଶାଳୀ ଘରୋଇ ମିଲିଟାରୀ ସଂସ୍ଥା ୱାଗନର ମୁଖ୍ୟ ୟେଭଗେନି ପ୍ରିଗୋଝିନଙ୍କର ବିମାନ ଦୁର୍ଘଟଣାରେ…

ମୋଦି-ଜିନପିଙ୍ଗ ଭେଟଘାଟ, ବ୍ରିକ୍ସ ସମ୍ମିଳନୀରେ କଥାହେଲେ ଉଭୟ ନେତା

ମୋଦି-ଜିନପିଙ୍ଗ ଭେଟଘାଟ, ବ୍ରିକ୍ସ ସମ୍ମିଳନୀରେ କଥାହେଲେ ଉଭୟ ନେତା ବ୍ରିକ୍ସରେ ୬ଟି ନୂଆ ଦେଶ ସାମିଲ ହୋଇଛନ୍ତି । ଆର୍ଜେଣ୍ଟିନା, ଇଥିଓପିଆ, ଇଜିପ୍ଟ, ଇରାନ, ୟୁଏଇ ଏବଂ ସାଉଦି ଆରବ ବ୍ରିକ୍ସରେ ଯୋଗଦେବେ । ଏମାନଙ୍କୁ ଜାନୁଆରୀ ୨୦୨୪ର ବ୍ରିକ୍ସର ସଦସ୍ୟ…

ଆମେରିକା ରାଷ୍ଟ୍ରପତି ବାଇଡେନ ଆସୁଛନ୍ତି ଭାରତ

ଆମେରିକା ରାଷ୍ଟ୍ରପତି ବାଇଡେନ ଆସୁଛନ୍ତି ଭାରତ ଆସନ୍ତା ମାସରେ ଭାରତ ଆସିବେ ଆମେରିକା ରାଷ୍ଟ୍ରପତି, ଜି-୨୦ ସମ୍ମିଳନୀରେ ହେବେ ସାମିଲ୍। ଏହି ସମୟରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ବ୍ୟବସ୍ଥା ରହିବ ବୋଲି ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରି ପାରନ୍ତି…

ବ୍ରିକ୍ସରେ ପ୍ରଧାନମନ୍ତ୍ରୀ ମୋଦି

ଜୋହାନ୍ସବର୍ଗ/ନୂଆଦିଲ୍ଲୀ,୨୩ା୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଟ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀ ମଙ୍ଗଳବାର ଜୋହାନ୍ସବର୍ଗରେ ଆରମ୍ଭ ହୋଇଛି। ୩ ଦିନ ଧରି ଚାଲିବାକୁ ଥିବା ଏହି ସମିଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ…

ହିଥ୍ ଷ୍ଟ୍ରିକ ଙ୍କ ପରଲୋକ

ହିଥ୍ ଷ୍ଟ୍ରିକ ଙ୍କ ପରଲୋକ ଜିମ୍ବାୱେ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ହିଥ୍ ଷ୍ଟ୍ରିକ୍‌ଙ୍କ ପରଲୋକ। କ୍ୟାନସରରେ ଆକ୍ରାନ୍ତ ହିଥ୍ ଷ୍ଟ୍ରିକ୍‌ଙ୍କ ୪୯ ବର୍ଷ ବୟସରେ ପରଲୋକ। ଦେଶ ପାଇଁ ୬୫ ଟେଷ୍ଟ, ୧୮୯ ଦିନିକିଆ ଖେଳିଛନ୍ତି ଷ୍ଟ୍ରିକ୍। ୯୦ ଦଶକରେ…

ଇଂଲଣ୍ଡକୁ ୪-୦ରେ ହରାଇଲା ଭାରତ

ଡସେଲଡର୍ଫ, ୨୨ା୮ଭାରତର ଜୁନିୟର ହକି ଦଳ ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଜୁନିୟର ହକି ଟୁର୍ନାମେଣ୍ଟରେ ଇଂଲଣ୍ଡକୁ ୪-୦ ଗୋଲ୍‌ରେ ହରାଇ ଦେଇଛି। ଭାରତ ତରଫରୁ ରାଜିନ୍ଦର ସିଂ (୧୩ତମ), ଅମିର ଅଲି (୩୩ତମ), ଅମନଦୀପ ଲାକ୍ରା (୪୧ତମ) ଓ ଅରିଜିତ୍‌ ସିଂ…