ରାଜ୍ୟରେ ନକଲି ଶିକ୍ଷକ ତଦନ୍ତର ସବିଶେଷ ବିବରଣୀ ମାଗିଲେ ହାଇକୋର୍ଟ
କଟକ: ନକଲି ଶିକ୍ଷକ ନିଯୁକ୍ତି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଆସନ୍ତା ମାସ ୬ ତାରିଖ ସୁଦ୍ଧା ସବିଶେଷ ବିବରଣୀ ତଥ୍ୟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ସତ୍ୟପାଠ ଜରିଆରେ ଜଣାଇବା ଲାଗି ରାଜ୍ୟ…
