ପିସିଆର୍ ଭ୍ୟାନ ଉପରେ ମାଡିଗଲା ହାଇୱା, ୨ ପୋଲିସ ମୃତ
କଟକ: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା। ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା। ଦୁର୍ଘଟଣାରେ ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ…
