Category: Latest News

ଟାଟା ଷ୍ଟିଲ୍ ମେରାମଣ୍ଡଳୀରେ ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ପାଳନ

ଟାଟା ଷ୍ଟିଲ୍ ମେରାମଣ୍ଡଳୀରେ ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ପାଳନ ମେରାମଣ୍ଡଳୀ, ୧୪/୦୪/୨୦୨୫ : ଟାଟା ଷ୍ଟିଲ୍ ମେରାମଣ୍ଡଳୀ (ଟିଏସଏମ) ପକ୍ଷରୁ ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତିକୁ ମହାଆଡମ୍ବରରେ ପାଳନ କରାଯାଇଛି । ଏହି ଉତ୍ସବରେ କମ୍ପାନୀ କର୍ମଚାରୀ…

ଭୋଟପଡା ମା ଦରିଆଣିଙ୍କ ପୀଠରେ ଝାମୁଯାତ୍ରା ଅନୁଷ୍ଠିତ

ଭୋଟପଡା ମା ଦରିଆଣିଙ୍କ ପୀଠରେ ଝାମୁଯାତ୍ରା ଅନୁଷ୍ଠିତ ଭୁବନେଶ୍ୱର – ଉପକଣ୍ଠ ଭୋଟପଡ଼ା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଦରିଆଣୀଙ୍କ ପୀଠରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଝାମୁଯାତ୍ରା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଛି।ଆଜି ସକାଳେ ପ୍ରଥମେ ମାଆଙ୍କ ଆଳତୀ ଓ଼…

ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୧୪/୦୪ : ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ପ୍ରଥମେ ଘଟଗାଁ ଠାରେ ଅବତରଣ କରିବେ । ଏହାପରେ ସେଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ…

ସବୁଜ ଓଡ଼ିଶା ଓ ଜାଗ୍ରତ ଭାରତ ମିଳିତ ଆନୁକୂଲ୍ୟରେ ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି

ସବୁଜ ଓଡ଼ିଶା ଓ ଜାଗ୍ରତ ଭାରତ ମିଳିତ ଆନୁକୂଲ୍ୟରେ ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ଯାଜପୁର _ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ସିଂହପୁର ପଞ୍ଚାୟତର ମା ଦରିଆ ନାହାକାଣୀ ପୀଠରେ ସବୁବର୍ଷ ଭଳି ଚଳିତ…

ଓଡିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୧୩/୦୪ : ଆଜି ମୁଖ୍ୟମନ୍ତ୍ରୀ ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପକ୍ଷରୁ ସ୍ଵାଗତ କରାଯାଇଥିଲା। ମହାପ୍ରଭୁଙ୍କ ଆଶିଷ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡିଆ ନୂଆବର୍ଷ କ୍ୟାଲେଣ୍ଡର…

ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୂବନେଶ୍ବର: ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ସୂଚନା ଦେଇଛନ୍ତି ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ। ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ୧୬ ଜିଲ୍ଲାରୁ ଜଣେ ଲେଖାଏଁ ସଦସ୍ୟ…

ଭାରତକୁ ବଡ଼ ସଫଳତା : କ୍ଷେପଣାସ୍ତ୍ରକୁ ଖସାଇବ ଲେଜର ଅସ୍ତ୍ର

ନୂଆଦିଲ୍ଲୀ, ୧୪/୦୪ : ପ୍ରତିରକ୍ଷା ପ୍ରଯୁକ୍ତି କ୍ଷେତ୍ରରେ ଭାରତକୁ ମିଳିଛି ଆଉ ଏକ ସଫଳତା । ବିମାନ, କ୍ଷେପଣାସ୍ତ୍ର ଓ ଡ୍ରୋନ ଆକ୍ରମଣ ରୋକିବାକୁ ପ୍ରତିରକ୍ଷା ଗବେଷଣା ସଂସ୍ଥାନ ଡିଆରଡିଓ ବିକଶିତ କରିଛି ଲେଜର ଅସ୍ତ୍ର । ଡିଆରଡିଓ ଦ୍ୱାରା ବିକଶିତ…

ଆଜି ବାବା ସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ

ଭୂବନେଶ୍ୱର, ୧୪/୦୪ : ଆଜି ଭାରତୀୟ ସମ୍ବିଧାନର ପ୍ରଣେତା ବାବାସାହେବ ଡକ୍ଟର ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ । ଏହି ଅବସରରେ ନୂଆଦିଲ୍ଲୀର ସଂସଦଭବନ ପରିସରସ୍ଥିତ ପ୍ରେରଣାସ୍ଥଳଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ…

ଆଜି ରାଜଧାନୀର ୭୭ତମ ପ୍ରତିଷ୍ଠା ଦିବସ

ଭୂବନେଶ୍ୱର, ୧୩/୦୪ : ଆଜି ରାଜଧାନୀ ଭୁବନେଶ୍ୱର ୭୭ ବର୍ଷରେ ପଦାର୍ପଣ କରିବ । ଏନେଇ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଉତ୍କଳ ମଣ୍ଡପରେ ହେବ ପ୍ରତିଷ୍ଠା ଦିବସ ସମାରୋହ । ଆଜି ତାରିଖ ସକାଳ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସୌଧ…

ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି

ଭୂବନେଶ୍ୱର, ୧୩/୦୪ : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଦେଖିବାକୁ ମିଳିଛି। ଆଜି ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା…