“ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳନ କଲେ ବରଗଡ଼ର ସରକାରୀ କର୍ମଚାରୀ, ସମ୍ମାନିତ ହେଲେ ଜିଲାର ୧୫ ବୁଣାକାର “
“ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳନ କଲେ ବରଗଡ଼ର ସରକାରୀ କର୍ମଚାରୀ, ସମ୍ମାନିତ ହେଲେ ଜିଲାର ୧୫ ବୁଣାକାର ” ବରଗଡ:୩/୪(ପବିତ୍ର ମେହେର ) -ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନକ୍ରମେ ଏପ୍ରିଲ ୧ ଓଡ଼ିଶା ଦିବସରୁ ଏପ୍ରିଲ ୧୪, ଓଡ଼ିଆ…
