Category: Latest News

ଆତ୍ମସମର୍ପଣ କଲେ ୯ ନକ୍ସଲ

ଭୂବନେଶ୍ୱର, ୨୬/୦୩ : ଆଜି ଛତିଶଗଡ଼ର ସୁକମା ଜିଲାରେ ୯ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ନାମରେ ୨୬ ଲକ୍ଷ ଟଙ୍କାର ସାମୂହିକ ପୁରସ୍କାର ଘୋଷଣା କରାଯାଇଥିଲା। ଆତ୍ମସମର୍ପଣକାରୀ ନକ୍ସଲଙ୍କ ମଧ୍ୟରେ ଛଅ ଜଣ ମହିଳା ଅଛନ୍ତି ବୋଲି ସୁକମା…

ଆଜି ବିଧାନସଭା ଘେରିବ କଂଗ୍ରେସ

ଭୂବନେଶ୍ୱର, ୨୭/୦୩ : ଆଜି ବିଧାନସଭା ଘେରାଉ କରିବାପାଇଁ ସାରା ରାଜ୍ୟରୁ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ । ଏହା ପୂର୍ବରୁ ଆନ୍ଦୋଳନ ପାଇଁ ରାଜଧାନୀ ଆସୁଥିବା କଂଗ୍ରେସ ନେତା ଓ କର୍ମୀଙ୍କୁ ପୋଲିସ ଅଟକ ରଖୁଥିବା ଅଭିଯୋଗ…

ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠିରେ ଖର୍ଚ୍ଚ ହେବ ୫୦ କୋଟି

ଭୂବନେଶ୍ୱର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’ ମାଧ୍ୟମରେ ରାଜ୍ୟ ସରକାରଙ୍କ ଦ୍ଵାରା ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁପତ୍ର ହିତାଧିକାରୀ ମାନଙ୍କ…

୬ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ପଡିଲେ ଅମିନ

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ତହସିଲର ଅମିନ ଶିଶିର କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଅମିନ ଶିଶିର କୁମାର ନାୟକଙ୍କୁ ଧରିଛି ଭିଜିଲାନ୍ସ । ଲାଞ୍ଚ ଟଙ୍କା ସହ ତାଙ୍କୁ…

ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଗୋଳ,ତା.୨୭.୦୩:- ଜିଲ୍ଲା ସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ…

ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ଯାଜପୁର __ ଯାଜପୁର ଜିଲ୍ଲା ସାନସୁଆର ପଞ୍ଚାୟତର କପାସି ସ୍ଥିତ ମହବୀର ସରକାରୀ ଉଚ୍ଚବିଦ୍ୟାଳୟର ଶିକ୍ଷା କର୍ମଚାରୀ କୈଳାସ ଚନ୍ଦ୍ର ବେହେରାଙ୍କର ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ହୃଦାନନ୍ଦ…

ମାର୍ଚ୍ଚ ୩୦ରେ RSS ହେଡକ୍ୱାଟର ଯିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୩୦ରେ ନାଗପୁରରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟାଳୟ ପରିଦର୍ଶନ କରିବେ। ପ୍ରଧାନମନ୍ତ୍ରୀ ହେବା ପରେ ୧୧ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ହେବ ଯେ ମୋଦି ଆରଏସଏସ ମୁଖ୍ୟାଳୟକୁ ଯିବେ ଏବଂ ସଂଘ…

ଲୋକସଭାରେ ଆଗତ ହେଲା ବଏଲର୍ସ ବିଲ୍ ୨୦୨୪

ନୂଆଦିଲ୍ଲୀ: କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର ଲୋକସଭାରେ ବଏଲର୍ସ ବିଲ୍, ୨୦୨୪ ଆଗତ କରିଛନ୍ତି । ଏହା ମାଧ୍ୟମରେ ବଏଲର୍ସ ଆଇନ, ୧୯୨୩ (୧୯୨୩ ର ୫)ର ବିଲୋପ କରାଯାଇଛି । ଏହି ବିଲ୍ ପୂର୍ବରୁ…

*ଡଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ସର୍ବ ଦଳୀୟ ଶ୍ରଦ୍ଧାଞ୍ଜଳି ସଭା

*ଡଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ସର୍ବ ଦଳୀୟ ଶ୍ରଦ୍ଧାଞ୍ଜଳି ସଭା।* ବଅଁରପାଳ,୨୬/୩ – ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଦକ୍ଷ୍ୟ ରାଜ ନୀତିଜ୍ଞ ଡଃ ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ଆଜି ବଅଁରପାଳ ସବେରା ମଣ୍ଡପ ଠାରେ ବିଶିଷ୍ଟ ସାମାଜ ସେବୀ…

ଜାତୀୟ ରାଜପଥ 520ରେ ଅବୈଧ ପାର୍କିଂ ଓ ବେପରୁଆ ଭାବରେ ଗାଡ଼ିଚାଳନା ଯୋଗୁ ବୃଦ୍ଧିପାଇଛି ଦୁର୍ଘଟଣା

ଜାତୀୟ ରାଜପଥ 520ରେ ଅବୈଧ ପାର୍କିଂ ଓ ବେପରୁଆ ଭାବରେ ଗାଡ଼ିଚାଳନା ଯୋଗୁ ବୃଦ୍ଧିପାଇଛି ଦୁର୍ଘଟଣା କେନ୍ଦୁଝର ଜିଲ୍ଲା ଖଣିଜ କ୍ଷେତ୍ର ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ଜାତୀୟ ରାଜପଥ 520 ରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ପରିଲକ୍ଷିତ ହୁଏ।…

You missed