ଆସନ୍ତା ୩୦ରେ ପ୍ରଧାନମନ୍ତ୍ରୀଙ୍କ ୧୨୦ତମ “ମନ୍ କି ବାତ୍’ କାର୍ଯ୍ୟକ୍ରମ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୩୦ ତାରିଖ ରବିବାର ଦିନ ଆକାଶବାଣୀର ମନ୍ କି ବାତ୍ କାର୍ଯ୍ୟକ୍ରମରେ ଜନସାଧାରଣଙ୍କ ସହ ଭାବ ବିନିମୟ କରିବେ । ଏହା ହେବ ତାଙ୍କର ମାସିକ ରେଡିଓ ମନ୍ କି ବାତ୍ କାର୍ଯ୍ୟକ୍ରମର ୧୨୦ତମ ସଂସ୍କରଣ…
