ଆକ୍ସନ ନେଲେ ବାଚସ୍ପତି ; ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ
ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍ପେଣ୍ଡ କରିଛନ୍ତି…
