କାଶିପାଲି ଅଙ୍ଗନୱାଡ଼ି କେନ୍ଦ୍ରରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ
ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଦ୍ୱାରୀ ଗ୍ରାମ ପଞ୍ଚାୟତର କାଶିପାଲି ଅଙ୍ଗନୱାଡ଼ି କେନ୍ଦ୍ରରେ ଶ୍ରୀମତୀ ଜାନକୀ କୁମ୍ଭରଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି। ସମ୍ମାନୀତ ଅତିଥି ଭାବେ କାଶିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ବାଧିନ କୁମାର ସାହୁ…
