Category: Latest News

ସାହିତ୍ୟିକ ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୂବନେଶ୍ୱର: ବିଶିଷ୍ଟ ଓଡିଆ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ ତାଙ୍କ ରଚିତ ପୁସ୍ତକ ‘ଭୂତି ଭକ୍ତି ବିଭୂତି’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୪ ପ୍ରଦାନ କରାଯିବ। ସେ ‘ପ୍ରବନ୍ଧ’ ବର୍ଗରେ ଏହି ପୁରସ୍କାର ଜିତିଛନ୍ତି। ‘ଭୂତି ଭକ୍ତି ବିଭୂତି’କୁ…

ଆସିଲା ଖୁସି ଖବର, ଇପିଏଫଓ କର୍ମଚାରୀଙ୍କ ବଢିପାରେ ବେତନ

ନୂଆଦିଲ୍ଲୀ:ଆସିଲା ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର । କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(EPF) ଯୋଜନା ବେତନ ସୀମାକୁ କେନ୍ଦ୍ର ସରକାର ଖୁବ ଶୀଘ୍ର ୧୫ ହଜାରରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରିପାରନ୍ତି । ଏହାପୂର୍ବରୁ ସେପ୍ଟେମ୍ବର ୨୦୧୪ ରେ ସରକାର…

ସ୍ୱର୍ଣ୍ଣ ମନ୍ଦିରରେ ଫାୟାରିଂ: ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀରଙ୍କ ଉପରକୁ ଗୁଳିମାଡ଼

ଚଣ୍ଡିଗଡ଼: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। କୁହାଯାଉଛି ଯେ ଜଣେ ବ୍ୟକ୍ତି ମନ୍ଦିରର ଫାଟକରେ ତାଙ୍କ ଉପରକୁ…

ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ୱାଶିଂଟନ, ୦୬/୧୧: ରିପବ୍ଲିକାନ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ହ୍ୱାଇଟ୍ ହାଉସକୁ ଫେରିବାକୁ ଯାଉଛନ୍ତି ଏବଂ ଆମେରିକା ନିର୍ବାଚନରେ ତାଙ୍କ ଡେମୋକ୍ରାଟିକ୍ ପ୍ରତିଦ୍ୱନ୍ଦ୍ୱୀ କମଳା ହାରିସଙ୍କୁ ପଛରେ ପକାଇ ନିର୍ବାଚନ ଜିତିଛନ୍ତି ଏବଂ ଆମେରିକାର ୪୭ତମ…

ମେଲବର୍ଣ୍ଣ ଠାରେ ଅଷ୍ଟ୍ରେଲିଆର ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟାରଙ୍କ ସହ ଦ୍ୱିପାକ୍ଷିକ ବୈଠକ

ମେଲବର୍ଣ୍ଣ ଠାରେ ଅଷ୍ଟ୍ରେଲିଆର ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟାରଙ୍କ ସହ ଦ୍ୱିପାକ୍ଷିକ ବୈଠକ ଭାରତ ଓ ଅଷ୍ଟ୍ରେଲିଆର ମିଳିତ ସହଯୋଗ ଦୁଇ ଦେଶର ଜ୍ଞାନ ବ୍ୟବସ୍ଥାକୁ ଆଗକୁ ନେବ । ବିଶ୍ୱ ଆହ୍ୱାନର ସମାଧାନ ପାଇଁ ଜ୍ଞାନକୌଶଳର ଉପଯୋଗ କରିପାରିବ ।…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନିମନ୍ତେ ପ୍ରସ୍ତୁତି ବୈଠକ

ସମ୍ଭାବ୍ୟ ବାତ୍ୟା ମୁକାବିଲା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଗୋଳ ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ଓ ପ୍ରସ୍ତୁତିକୁ ନେଇ ଏକ ପ୍ରସ୍ତୁତି ବୈଠକ ଗତକାଲି ଅପରାହ୍ନରେ ଜିଲ୍ଲାପାଳ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅତରଙ୍କ ଅଧ୍ୟକ୍ଷତାରେ ଆଭାସି ମାଧ୍ୟମରେ ଅନୁଷ୍ଠିତ…

ବଦଳିଲା ବାତ୍ୟାର ଗତିପଥ

ବଦଳିଲା ବାତ୍ୟାର ଗତିପଥ ଓଡ଼ିଶାକୁ ହିଟ୍ କରିପାରେ ବାତ୍ୟା ‘ଦାନା’, ଏହି ବାତ୍ୟା ଉତ୍ତର ଓଡ଼ିଶାକୁ ହିଟ୍ କରିବା ସମ୍ଭାବନା ରହିଛି, ପୁରୀ ଓ ସାଗର ଦ୍ବୀପ ମଧ୍ୟରେ କୂଳ ଛୁଇଁପାରେ, ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା…

ଟାଟା ଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ ଭାରି ଯାନ ପରିବହନ ସୁରକ୍ଷାରେ ଉନ୍ନତି ଲାଗି ଅତ୍ୟାଧୁନିକ ଡିଜିଟାଲ୍ ପ୍ରଯୁକ୍ତିର ଉପଯୋଗ

ଏହି ପ୍ରଯୁକ୍ତିର ଉପଯୋଗ ଦ୍ଵାରା ଭାରି ଯାନ ସଂଖ୍ୟା ୫୦%କୁ ହ୍ରାସ ସହ କାର୍ବନ ନିର୍ଗମନ ମଧ୍ୟ ହ୍ରାସ ପାଇଛି ଭୁବନେଶ୍ୱର, ଅକ୍ଟୋବର ୧୧, ୨୦ ୨୪: ଟାଟା ଷ୍ଟିଲ୍‌ ମେରାମଣ୍ଡଳୀ (ଟି ଏସ୍ଏମ୍) ପକ୍ଷରୁ “କନେକ୍ଟେଡ୍ ଭେଇକିଲ୍ ପ୍ଲାଟଫର୍ମ ଓ…

କାଶିପାଲି ଅଙ୍ଗନୱାଡ଼ି କେନ୍ଦ୍ରରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ

ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଦ୍ୱାରୀ ଗ୍ରାମ ପଞ୍ଚାୟତର କାଶିପାଲି ଅଙ୍ଗନୱାଡ଼ି କେନ୍ଦ୍ରରେ ଶ୍ରୀମତୀ ଜାନକୀ କୁମ୍ଭରଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି। ସମ୍ମାନୀତ ଅତିଥି ଭାବେ କାଶିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ବାଧିନ କୁମାର ସାହୁ…