ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଜନସଚେତନତା ଶୋଭାଯାତ୍ରା
ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ଯୁବ ପ୍ରତିଭା ମାନଙ୍କୁ ଲୋକ ଲୋଚନକୁ ଆଣିବା ସହିତ ସେମାନଙ୍କୁ ଏକ ସଚେତନ ଯୁବକ ଯୁବତୀ ଭାବେ ଗଢି ତୋଳିବା ନିମନ୍ତେ ରାଜ୍ୟ ସରକାର ତଥା ଉଚ୍ଚ ଶିକ୍ଷା ବିଭାଗ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଗୁଡିକରେ ସମନ୍ବିତ…
