Category: Latest News

ଆଜି ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ଜାଣନ୍ତୁ କଣ ରହିଛି ପୁରା କାର୍ଯ୍ୟସୂଚୀ

ଆଜି ରାଷ୍ଟ୍ରପତିଙ୍କ ନୟାଗଡ଼ ଗସ୍ତ । କଣ୍ଟିଲୋରେ ପ୍ରଭୁ ନୀଳମାଧବଙ୍କ ଦର୍ଶନ କରିବା ପରେ ସ୍ଥାନୀୟ କାଳିଆପଲ୍ଲୀ ଗାଁରେ ଏକ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନଜରରେ ରଖି ନୀଳମାଧବଙ୍କ ମନ୍ଦିରରେ ବ୍ୟାପକ…

ଅଘୋଷିତ ବିଦ୍ୟୁତ କାଟ ଓ ମାତ୍ରାଧିକ ବିଦ୍ୟୁତ୍ ବିଲ ଆଦାୟ ବିରୁଦ୍ଧରେ ମେଲଛାମୁଣ୍ଡା ଆଞ୍ଚଳିକ କୃଷକ ସଂଗଠନର ଆନ୍ଦୋଳନ

*ଅଘୋଷିତ ବିଦ୍ୟୁତ କାଟ ଓ ମାତ୍ରାଧିକ ବିଦ୍ୟୁତ୍ ବିଲ ଆଦାୟ ବିରୁଦ୍ଧରେ ମେଲଛାମୁଣ୍ଡା ଆଞ୍ଚଳିକ କୃଷକ ସଂଗଠନର ଆନ୍ଦୋଳନ* ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ମେଲଛାମୁଣ୍ଡାର ଆଞ୍ଚଳିକ କୃଷକ ସଂଗଠନର ସଦସ୍ୟଗଣ ବିଦ୍ୟୁତ ବିଭାଗ ସେକ୍ସନ ଅଫିସ ସମ୍ମୁଖରେ ଧାରଣା…

ହାତୀ ଅନୁକମ୍ପା ରାଶି ଏକର ପ୍ରତି ଦୁଇ ଲକ୍ଷ ଦାଵୀ

ଅନୁଗଳ ଵ୍ଲକ ନନ୍ଦପୁର ପଞ୍ଚାୟତ ଶାନ୍ତି କମିଟି ଆଜି କରତପଟା ଠାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଶ୍ରୀ ଅନନ୍ତ ସାହୁଙ୍କ ସଭାପତିତ୍ୱ ରେ ପଞ୍ଚାୟତ ର ସାତଟି ଗାଁ ଯଥା ନନ୍ଦପୁର, ବରହମପୁର, ମାଧପୁର,ମଧୁପୁର,ସାରୁଆଳି, ଚନ୍ଦନପୁର, କରତପଟା, କରଡାସିଙ୍ଗ ଓ…

ଆଇପିଏଲ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ମ୍ୟାଚ ଦିନ ଗଡ଼ିବ ୨୩ଟି ବସ୍‌ ଏବଂ ମେଟ୍ରୋ

କୋଲକାତା: ଶନିବାର ଠାରୁ ବିଶ୍ୱ କ୍ରିକେଟର ସବୁଠାରୁ ମହଙ୍ଗା ଏବଂ ଅନ୍ୟତମ ଲୋକପ୍ରିୟ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ଆରମ୍ଭ ହେବ। ଆଇପିଏଲ୍‌ ମ୍ୟାଚ୍‌ ଦେଖିବା ପରେ କ୍ରିକେଟ୍‌ ପ୍ରେମୀମାନେ ଯେମିତି ଘରକୁ ଫେରିବାରେ କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି ସେଥିପାଇଁ…

ବିଶ୍ୱସ୍ତରୀୟ ହେବ ରାସ୍ତା, ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫କୁ ଅନୁମୋଦନ

ଭୂବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ। ଏହି ଲକ୍ଷ୍ୟ ରଖି ବିଭିନ୍ନ ଉଚ୍ଚ ମୂଲ୍ୟର ପ୍ରକଳ୍ପ ଗୁଡ଼ିକୁ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ଜେଲ ଗଲେ ଫେରାର ଅଧ୍ୟାପକ

ଯାଜପୁର: ଜେଲ ଗଲେ ଫେରାର ଅଧ୍ୟାପକ। ବରୀ ଅଧିନସ୍ଥ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟର ଜୈନେକ ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ଅଭିଯୁକ୍ତ ବିଦ୍ୟାଧର ଧଳକୁ ପୋଲିସ ଗୁଜୁରାଟର ସୁରଟରୁ ଗିରଫ କରିଛି। ଏକ ସ୍ୱତନ୍ତ୍ର ଟିମ ସହାୟତାରେ ଗିରଫ କରି ଆଜି ଯାଜପୁର…

ତୁଟିବ ମହାନଦୀ ଜଳ ବିବାଦ! ଆପୋଷ ସମାଧାନ ପାଇଁ ଆଲୋଚନା

ଭୂବନେଶ୍ୱର: ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ…

ବାଲି ଖାଦାନ ପାଇଁ ଏସଓପି; ଜିଲ୍ଲା କମିଟି ନେବ ଚୂଡ଼ାନ୍ତ ନିଷ୍ପତ୍ତି

ଭୂବନେଶ୍ବର:ବାଲି ଖାଦାନ ପରିଚାଳନା ନେଇ ଆସିଲା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର ବା ଏସଓପି । ଏହି ଏସଓପି ଜାରି କରିଛି ଲଘୁ ଖଣିଜ ନିର୍ଦ୍ଦେଶାଳୟ। ବାଲି ଓ ଖଣି ମାଫିଆମାନେ ରାଜ୍ୟ ଭିତରୁ ବେଆଇନ୍‌ ଭାବେ ବାଲି ଓ ଖଣିଜ ସାମଗ୍ରୀ…

ସରଣ୍ଡା ଜଙ୍ଗଲରେ ପୁଣି ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଏସଆଇ ସହିଦ, ଯବାନ ଗୁରୁତର

ବିଶ୍ରା: ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ନକ୍ସଲଙ୍କ ପୁଣି ଥରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ । ସୁରକ୍ଷା ବାହିନୀକୁ କଲେ ଟାର୍ଗେଟ୍‌ । ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ସିଆର୍‌ପିଏଫ୍‌ର ଜଣେ ସବ୍ଇନ୍‌ସ୍ପେକ୍ଟର ସୁନୀଲ କୁମାର ମଣ୍ଡଳ ସହିଦ ହୋଇଛନ୍ତି ।ଏଥିସହ ଯବାନ ପାର୍ଥ…

ନବୀନ ନିବାସ ଛାଡ଼ିବେ ଭିକେ ପାଣ୍ଡିଆନ୍

ଭୂବନେଶ୍ୱର, ୨୩/୦୩ : ଭିକେ ପାଣ୍ଡିଆନଙ୍କୁ ନେଇ ବିଜେଡି ଶିବିରରେ ଗୁଞ୍ଜରଣ । ପାଣ୍ଡିଆନ ଖୁବଶୀଘ୍ର ଦଳ ସହିତ ସମ୍ପର୍କ ତୁଟାଇ ପାରନ୍ତି। ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭିକେ ପାଣ୍ଡିଆନ୍ ଖୁବ୍ ଶୀଘ୍ର ପଟ୍ଟନାୟକଙ୍କ ବାସଭବନ ନବୀନ…