ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହୋଲିପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରଙ୍ଗର ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖସମୃଦ୍ଧି ଆଣିଦେଉ ବୋଲି ରାଷ୍ଟ୍ରପତି ଆଶାବ୍ୟକ୍ତ କରିଛନ୍ତି । ସମାଜର ବିଭିନ୍ନ ବର୍ଗର ଲୋକଙ୍କ ମଧ୍ୟରେ ଏହି ପର୍ବ ଏକତାର ପ୍ରତୀକ…
