ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ରବିବାର) ଗଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଏକ ବିବୃତ୍ତି ଜାରି କରି ଏହାକୁ ନିଶ୍ଚିତ କରିଛି। ଏହି ଭାଷଣ ରବିବାର ସନ୍ଧ୍ୟା ୭ଟାରୁ ସମସ୍ତ ଜାତୀୟ ଅଲ୍ ଇଣ୍ଡିଆ…
